ସୁଭଦ୍ରା ଯୋଜନା ପାଇଁ କେଉଁଠି କରିବେ ଆବେଦନ; ଜାଣନ୍ତୁ, କେଉଁମାନଙ୍କୁ ମିଳିବନି ସୁଭଦ୍ରା ସହାୟତା

ଡିଜିଟାଲ କାରବାରକୁ ପ୍ରୋତ୍ସାହନ ପାଇଁ ମିଳିବ ଅତିରିକ୍ତ ସହାୟତା

Mohan Majhi

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Jitendra Garnayak
  • Published: Friday, 23 August 2024
  • Updated: 23 August 2024, 05:30 PM IST

Sports

Latest News

ସୁଭଦ୍ରା ଯୋଜନା ପାଇଁ ଆଜି ଆସିଛି ଏସ୍‌ଓପି। ଏହି ଯୋଜନାରେ କେଉଁମାନେ ସହାୟତା ପାଇବେ, କେଉଁମାନେ ସହାୟତା ପାଇବେ ନାହିଁ ଓ ହିତାଧିକାରୀ କେମିତି କରିବେ ଆବେଦନ, ସେ ସଂପର୍କରେ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। 

କିଭଳି ଆବେଦନ କରିବେ 

  • ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ମୋ ସେବା କେନ୍ଦ୍ର ଓ ଜନ ସେବା କେନ୍ଦ୍ରରେ ଆବେଦନ କରିହେବ
  • ଏସବୁ ଜାଗାରେ ମାଗଣାରେ ଫର୍ମ ମିଳିବ ଓ ହିତାଧିକାରୀ ସେହି ଫର୍ମ ପୂରଣ କରି ସୁଭଦ୍ର ସହାୟତା ପାଇଁ ଆବେଦନ କରିହେବ
  • ସୁଭଦ୍ରା ପାଇଁ ଏକ କଲ୍ ସେଣ୍ଟର ମଧ୍ୟ କାର୍ଯ୍ୟକ୍ଷମ ହେବ।

କେଉଁମାନେ ସୁଭଦ୍ରା ସହାୟତା ପାଇବେନି

  • ଆର୍ଥିକ ସ୍ବଚ୍ଛଳ ବର୍ଗର ମହିଳା ପାଇବେନି ସୁଭଦ୍ରା ସହାୟତା
  • ସରକାରୀ ଚାକିରି କରୁଥିବା ମହିଳା ପାଇବେନି ସୁଭଦ୍ରା ସହାୟତା
  • ଆୟକର ପ୍ରଦାନ କରୁଥିବା ମହିଳା ମଧ୍ୟ ସହାୟତା ପାଇବେନି
  • ଅନ୍ୟ ସରକାରୀ ଯୋଜନାରେ ସହାୟତା ପାଉଥିଲେ ମିଳିବନି
  • ମାସିକ ୧୫ଶହ ବା ବାର୍ଷିକ ୧୮ ହଜାର ପାଉଥିଲେ ମିଳିବନି ‘ସୁଭଦ୍ରା’

କେଉଁମାନେ ସୁଭଦ୍ରା ସହାୟତା ପାଇବେ

  • ୨୧ରୁ ୬୦ ବର୍ଷର ମହିଳାଙ୍କୁ ମିଳିବ ସୁଭଦ୍ରା ସହାୟତା
  • ୨୧ରୁ ୬୦ ବର୍ଷ ମହିଳାଙ୍କ ଆକାଉଣ୍ଟକୁ ଯିବ ୫ ହଜାର ଟଙ୍କା
  • ପ୍ରତିବର୍ଷ ୨ଥର, ୫ ବର୍ଷ ପର୍ଯ୍ୟନ୍ତ ଦିଆଯିବ ସହାୟତା ରାଶି
  • ବର୍ଷକୁ ୧୦ ହଜାର, ୫ ବର୍ଷରେ ୫୦ ହଜାର ପାଇବେ
  • ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଦିଆଯିବ ଟଙ୍କା
  • ଡିବିଟି ମାଧ୍ୟମରେ ମହିଳାଙ୍କ ଆକାଉଣ୍ଟକୁ ଯିବ ଟଙ୍କା
  • ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ
  • ହିତାଧିକାରୀଙ୍କୁ ପ୍ରଦାନ କରାଯିବ ସୁଭଦ୍ରା ଡେବିଟ୍‌ କାର୍ଡ
  • ସୁଭଦ୍ରା ଯୋଜନାରେ ଅତିରିକ୍ତ ସହାୟତା ପ୍ରଦାନ ପାଇଁ ଘୋଷଣା କରିଛନ୍ତି ସରକାର
  • ଡିଜିଟାଲ କାରବାରକୁ ପ୍ରୋତ୍ସାହନ ପାଇଁ ମିଳିବ ଅତିରିକ୍ତ ସହାୟତା
  • ସର୍ବାଧିକ ଡିଜିଟାଲ କାରବାର କରିଥିବା ହିତାଧିକାରୀଙ୍କୁ ଅତିରିକ୍ତ ୫ଶହ
  • ପ୍ରତି ପଞ୍ଚାୟତର ୧୦୦ ଜଣ ହିତାଧିକାରୀଙ୍କୁ ମିଳିବ ଅତିରିକ୍ତ ୫ଶହ
  • ୨୦୨୮-୨୯ ମସିହା ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବାକୁ ଥିବା ଏହି ଯୋଜନା ପାଇଁ ମୋଟ ୫୫୮୨୫ କୋଟିର ବଜେଟ୍ ଧାର୍ଯ୍ୟ ହୋଇଛି।
  • ଏହି ଯୋଜନାକୁ କାର୍ଯ୍ୟକାରୀ ଓ ତଦାରଖ କରିବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ଅଧୀନରେ ଏକ ‘ସୁଭଦ୍ରା ସୋସାଇଟି’ ଗଠନ କରାଯିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story