କାହିଁକି ଖୋଲୁଛି ଅଧିକ ସୁନା ଦୋକାନ ? ଭୁବନେଶ୍ବର ସହ ସାରା ରାଜ୍ୟରେ ବଢ଼ୁଛି ରିଟେଲ ଆଉଟଲେଟ୍। ସଂଗଠିତ ସୁନା ଦେକାନୀ ଅଧିକ ଆଉଟଲେଟ ଖୋଲୁଛନ୍ତି। ଗତ ବର୍ଷ 25% ରିଟେଲ ଆଉଟଲେଟ ବଢ଼ିଛି: କ୍ରାଇସିଲ। ହଲମାର୍କିଂକୁ ବାଧ୍ୟତାମୂଳକ କରାଯିବାରୁ ବି ସୁନା ବିକ୍ରି ବଢ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜିଠୁ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ
ଡିସେମ୍ବର ୧୭ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇଥିଲା।
Miscellaneous
ପ୍ରବାସୀ ଭାରତୀୟ ଦିବସ: ୯ରେ ପ୍ରଧାନମନ୍ତ୍ରୀ, ୧୦ରେ ଆସିବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ। ଭୁବନେଶ୍ୱରକୁ ସୁନ୍ଦର କରିବାକୁ ପ୍ରୟାସ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।
Miscellaneous
ରଘୁବର ଦାସ ହଟିଲେ, ଓଡ଼ିଶାର ନୂଆ ରାଜ୍ୟପାଳ ଡଃ ହରିବାବୁ କମ୍ଭାମପତି
ମିଜେରାମର ରାଜ୍ୟପାଳ ଭାବେ କାର୍ଯ୍ୟରତ ଡଃ କମ୍ଭାମପତିଙ୍କୁ ଆଜି ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି।
Miscellaneous
ପାରାଦୀପ ବନ୍ଦରରୁ ୨ଟି ସନ୍ଦିଗ୍ଧ ପାରା ଉଦ୍ଧାର
ପାରା ଦୁଇଟିକୁ ଉଦ୍ଧାର କରି କୁଜଙ୍ଗ ବନ ବିଭାଗକୁ ହସ୍ତାନ୍ତର କରିଛି ପାରାଦୀପ ସାମୁଦ୍ରିକ ଥାନା ପୁଲିସ। ଅଧିକ ତଦନ୍ତ ପାଇଁ ସେମାନଙ୍କୁ ଫରେନ୍ସିକ ପରୀକ୍ଷା ପାଇଁ ପଠାଯିବ।
Miscellaneous
ରାଜଧାନୀରେ ପୁଣି ଆରମ୍ଭ ହେବ ବୁଲା କୁକୁର ବନ୍ଧ୍ୟାକରଣ
ରାଜ୍ୟରେ ରାସ୍ତାରେ ବୁଲୁଛନ୍ତି ୧୭ ଲକ୍ଷରୁ ଅଧିକ ବୁଲା କୁକୁର। ଗତ ଦେଢ଼ ମାସ ଭିତରେ କେବଳ ବିଏମସି ହସ୍ପିଟାଲରେ ୫ଶହ ଲୋକ କୁକୁର କାମୁଡ଼ା ଟିକା ନେଇଛନ୍ତି।