Advertisment

ନିର୍ବାଚନ ପୂର୍ବରୁ ଅଚାନକ ଛୁଟିରେ ପଳାଇଗଲେ BMC କମିଶନର

ସାଧାରଣ ନିର୍ବାଚନ ପୂର୍ବରୁ ଅଚାନକ ଛୁଟିରେ ପଳାଇଗଲେ ଭୁବନେଶ୍ୱର ମହାନଗର ନିଗମ କମିଶନର ବିଜୟ ଅମୃତ କୁଲାଙ୍ଗେ ।

ଅଦ୍ୟତନ ହୋଇଛି
Advertisment

ସାଧାରଣ ନିର୍ବାଚନ ପୂର୍ବରୁ ଅଚାନକ ଛୁଟିରେ ପଳାଇଗଲେ ଭୁବନେଶ୍ୱର ମହାନଗର ନିଗମ କମିଶନର ବିଜୟ ଅମୃତ କୁଲାଙ୍ଗେ । ତାଙ୍କ ବଦଳରେ ନୂଆ କମିଶନର ଭାବେ ୨୦୦୫ ବ୍ୟାଚ୍ ଆଇଏଏସ୍ ରାଜେଶ ପ୍ରଭାକର ପାଟିଲଙ୍କୁ ଦାୟିତ୍ୱ ନ୍ୟସ୍ତ ହୋଇଛି । ୨୦୧୩ ବ୍ୟାଚ୍ ଆଇଏଏସ୍ ଶ୍ରୀ କୁଲାଙ୍ଗେ ୨୩ତାରିଖରେ ବିଏମସି ମାସିକ ବୈଠକରେ ଉପସ୍ଥିତ ରହିଥିଲେ । ସବୁକିଛି ଠିକଠାକ୍ ଥିବାବେଳେ ଅଚାନକ ଛୁଟିରେ ପଳାଇବାକୁ ନେଇ ନାନାଦି ଚର୍ଚ୍ଚା ଜୋର ଧରିଛି । ସରକାରଙ୍କ ବିନା ଅନୁମତିରେ ମେୟର ଓ କର୍ପୋରେଟରଙ୍କ ଭତ୍ତା(ସିଟିଂ ଆଲାଉନ୍ସ) ବୃଦ୍ଧି ପାଇଁ ବିଏମସି ବୈଠକରେ ନିଷ୍ପତ୍ତି ନିଆଯିବା ଶ୍ରୀ କୁଲାଙ୍ଗେଙ୍କୁ ମହଙ୍ଗା ପଡ଼ିଛି ବୋଲି ଜଣାପଡ଼ିଛି ।

Advertisment
Odisha Bhubaneswar BMC Commissioner
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe