ସମନ୍ୱିତ ଶିଶୁ ବିକାଶ ଯୋଜନାରେ ସରକାରଙ୍କ ତରଫରୁ ଯୋଗାଇ ଦିଆଯାଉଛି ପୃଷ୍ଟିକର ଖାଦ୍ୟ। ଏଥିରେ ସାମିଲ ହୋଇଛି ଛତୁଆ ଆଉ ମକା ହାଲୁଆ। ଯାହାକୁ ପ୍ରସ୍ତୁତ କରୁଛନ୍ତି ମିଶନ ଶକ୍ତିର ଅଧୀନରେ ଥିବା ସ୍ୱୟଂସହାୟକ ଗୋଷ୍ଠୀ ମାନେ। ହେଲେ ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ବ୍ଲକର ମାଙ୍କଡ଼ ଚୁଆ ଅଙ୍ଗନୱାଡ଼ି କେନ୍ଦ୍ରରେ ଦିଆଯାଉଥିବା ଛତୁଆରୁ ପୋକ ବାହାରୁଥିବା ଅଭିଯୋଗ ହୋଇଛି।
କୋମଳମତି ଶିଶୁଙ୍କୁ ମାନଙ୍କୁ ଦିଆଯାଉଥିବା ଛତୁଆରୁ ପୋକ ବାହାରୁଛି। ଏଥିପାଇଁ ଅଜି ଅନେକ ମହିଳାମାନେ ମାଙ୍କଡ଼ ଚୁଆ ଅଙ୍ଗନୱାଡ଼ିରେ ପହଞ୍ଚି ଦିଆଯାଇଥିବା ନିମ୍ନମାନର ଛତୁଆକୁ ଦେଖାଇବା ସହ ପ୍ରତିବାଦ କରିଥିଲେ। ଗୁରୁଣ୍ଡିଆ ବ୍ଲକରେ ସୋମବାର (ଗତକାଲି) ଛତୁଆ ଦିଆଯାଇଥିଲା। ତେବେ ଛତୁଆ ନେଇଥିବା ଜଣେ ବ୍ୟକ୍ତି ଘରେ ପହଞ୍ଚି ଛତୁଆ ପ୍ୟାକେଟ୍ ଖୋଲିବା ପରେ ସେଥିରୁ ପୋକ ବାହାରିଥିଲା।
Also Read
ଏହି ଖବର ସମସ୍ତେ ପାଇବା ପରେ ଛତୁଆ ଫୋପାଡ଼ି ଦେଇଥିଲେ। ଏହା ସହିତ ଯେଉଁ ଗ୍ରୁପ୍ ଏହି ଛତୁଆ ତିଆରି କରିଥିଲା ତାକୁ ତୁଚରନ୍ତ ହଟାଯାଇ ନୂଆ ଗ୍ରୁପ୍କୁ ଦିଆଯାଉ ବୋଲି ସେମାନେ ଦାବି କରିଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆରମ୍ଭ ହେଲା ସର୍ବ ଭାରତୀୟ ବିଚାରପତିମାନଙ୍କ ବ୍ୟାଡମିଣ୍ଟନ ପ୍ରତିଯୋଗିତା
ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରି ଶରଣ ସିଂ ବ୍ୟାଡମିଣ୍ଟନ୍ ପ୍ରତିଯୋଗିତାକୁ ଉଦ୍ଘାଟନ କରିଥିଲେ। ଦେଶରେ ପ୍ରଥମ ଥର ପାଇଁ ଓଡିଶା ହାଇକୋର୍ଟ ପକ୍ଷରୁ ସର୍ବ ଭାରତୀୟ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତା ଅନୁଷ୍ଠିତ ହେଉଛି।
Miscellaneous
ଓଡ଼ିଆ ଖାଦ୍ୟ ଖାଇବେ ପ୍ରବାସୀ ଭାରତୀୟ: ପ୍ରଭାତୀ ପରିଡ଼ା
ସମ୍ମିଳନୀ ସମୟରେ ଭୁବନେଶ୍ୱରରେ ପଥ ଉତ୍ସବ ଚାଲିବ। ପୁରୀରେ ସିବିଚ୍ ଫେଷ୍ଟିଭାଲ ବି ଚାଲିବ। ରାଜ୍ୟର କଳା ସଂସ୍କୃତି ସମେତ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ପ୍ରଦର୍ଶିତ କରାଯିବ।
Miscellaneous
ଉଜୁଡ଼ିଗଲା ଫସଲ, ଜୀବନ ହାରିଦେଲେ ଚାଷୀ
ଚାଷ କରିବା ପାଇଁ କୈଳାସ ପାଖାପାଖି ଅଢେଇ ଲକ୍ଷ ଟଙ୍କା ଧାର କରଜ କରିଥିଲେ।
Miscellaneous
୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଡିସେମ୍ବର ୩୦ ଯାଏ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି। ୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
Miscellaneous
କାଲିଠୁ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ବନ୍ଦ
୬, ୭ ଏବଂ ୮ ତାରିଖ ୩ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ବନବିଭାଗ କହିଛି।