ଉଫା: ଦୀର୍ଘ ୮ ମାସ ପରେ ମୋଦି ଓ ସରିଫଙ୍କ ପରସ୍ପରକୁ ଭେଟିଛନ୍ତି । ରୁଷ୍ ଉଫାରେ ଚାଲିଥିବା ବ୍ରିକ୍ସ-ଏସସିଓ ସମ୍ମିଳନୀ ଅବସରରେ ଆଜି ପାକିସ୍ତାନ ପ୍ରଧାନମନ୍ତ୍ରୀ ନୱାଜ୍ ସରିଫ ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଲୋଚନା ପାଇଁ ୪୫ ମିନିଟ୍ ସମୟ ଧାର୍ଯ୍ୟ ହୋଇଥିଲେ ମଧ୍ୟ ଉଭୟ ନେତାଙ୍କ ମଧ୍ୟରେ ପ୍ରାୟ ୫୫ମିନିଟ୍ ଧରି କଥାବାର୍ତ୍ତା ହୋଇଛି। ତେବେ ଆଲୋଚନା ପୂର୍ବରୁ ଗୁରୁବାର ରାତିରେ ରୁଷ୍ ରାଷ୍ଟ୍ରପତିଙ୍କ ପକ୍ଷରୁ ଆୟୋଜିତ ରାତ୍ରି ଭୋଜନ ବେଳେ ଉଭୟ ନେତା ପରସ୍ପରକୁ ସାକ୍ଷାତ କରି ଖୁସିବ୍ୟକ୍ତ କରିଥିଲେ। ଭାରତ ସହ ଶାନ୍ତିପୂର୍ଣ୍ଣ ଓ ସହଯୋଗର ବାତାବାରଣ ସୃଷ୍ଟି କରିବାକୁ ପାକିସ୍ତାନ ଆଗ୍ରହୀ ବୋଲି ପାକିସ୍ତାନ ବୈଦେଶିକ ମନ୍ତ୍ରାଳୟ ପ୍ରବକ୍ତା କହିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଦିଲ୍ଲୀ ଯାଉଥିବା ବିମାନକୁ ଜୟପୁରରେ ଛାଡ଼ି ପଳେଇଲେ ପାଇଲଟ
ଏୟାର ଇଣ୍ଡିଆ ପକ୍ଷରୁ ଏ ସମ୍ପର୍କରେ କିଛି ବି କୁହାଯାଇ ନାହିଁ। କିନ୍ତୁ ଏୟାରଲାଇନ ପକ୍ଷରୁ ଜୟପୁରରେ ଫସି ରହିଥିବା ଲୋକଙ୍କ ପାଇଁ କୌଣସି ବିକଳ୍ପ ବିମାନର ବ୍ୟବସ୍ଥା କରାଯାଇ ନଥିଲା।
National
କରିମଗଞ୍ଜର ନାଁ ବଦଳି ହେଲା ଶ୍ରୀଭୂମି
ନିଜେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଏହି ସୂଚନା ଦେବା ସହ ରବୀନ୍ଦ୍ରନାଥ ଟାଗୋରଙ୍କୁ ସମ୍ମାନ ଜଣାଇ ଆସାମ ସରକାର କରିମଗଞ୍ଜର ନାଁ ଶ୍ରୀଭୂମି କରିଥିବା ସେ କହିଛନ୍ତି।
National
ନକଲି ଡାକ୍ତରଙ୍କ ମେଳି: ଭବ୍ୟ ଉଦଘାଟନର ଦିନକ ପରେ ସିଲ୍ ହେଲା ହସ୍ପିଟାଲ
ଦିନକ ତଳେ ବିରାଟକାୟ ହସ୍ପିଟାଲକୁ ବେଶ ଭବ୍ୟ ଢଙ୍ଗରେ ଉଦଘାଟନ କରାଯାଇଥିଲା। ହେଲେ ଦିନକ ପରେ ନକଲି ଡାକ୍ତରମାନଙ୍କ ଅସଲ ଚେହେରା ସାମ୍ନାକୁ ଆସିଛି।
Guest Column
ସ୍ୱାଧୀନତାର ୭୫ ବର୍ଷ ପରେ ନୂଆ ଚିନ୍ତନର ଆବଶ୍ୟକତା
କେନ୍ଦ୍ରରେ କ୍ଷମତାସୀନ ବିଜେପି ରାଷ୍ଟ୍ରବାଦ ଏବଂ ଗୋଟିଏ ଦେଶ ଓ ନିର୍ବାଚନ କଥା କହୁଥିଲେ ମଧ୍ୟ ପ୍ରତ୍ୟେକ ଅଞ୍ଚଳର ଭାବନା ଓ ନିଜସ୍ୱ ପରିଚୟ ପାଇଁ ରହିଥିବା ଚେତନା ବିଷୟରେ ସମ୍ପୂର୍ଣ୍ଣ ସଚେତନ ଅଛନ୍ତି। ସେଥିପାଇଁ ଓଡ଼ିଶାରେ ଗତ ନିର୍ବାଚନରେ ରାଜ୍ୟରେ ଗୋଟିଏ ଆଞ୍ଚଳିକ ଦଳ କ୍ଷମତାସୀନ ଥିଲେ ମଧ୍ୟ ତାହା ବିରୋଧରେ ଓଡ଼ିଆ ଅସ୍ମିତାର ସ୍ଳୋଗାନ ଦିଆଯାଇ ସେହି ଦଳକୁ କ୍ଷମତାଚ୍ୟୁତ କରାଗଲା।