ନୂଆଦିଲ୍ଲୀ: ଆସନ୍ତା ୨୫ ତାରିଖରେ ଅଲ ଇଣ୍ଡିଆ ପ୍ରି ମେଡିକାଲ ଟେଷ୍ଟ ପାଇଁ ଡ୍ରେସ୍ କୋଡ ଜାରି କରିଛି ସିବିଏସଇ। ପରୀକ୍ଷା ହଲ ଭିତରକୁ ଗଲା ବେଳେ କ’ଣ ପିନ୍ଧିବେ ସେ ନେଇ ଗାଇଡ୍ ଲାଇନ୍ ପ୍ରସ୍ତୁତ ହୋଇଛି। ପରୀକ୍ଷା ଦେଉଥିବା ଛାତ୍ରୀମାନେ ଇୟର ରିଙ୍ଗ, ନୋଜ୍ ପିନ୍, ମୁଦି ଏବଂ ବ୍ରେସଲେଟ୍ ପିନ୍ଧି ପାରିବେନି। ଏହାଛଡା ତାବିଜ, ଡେଉଁରିଆ ଭଳି ଜନିଷକୁ ମଧ୍ୟ ବାରଣ କରାଯାଇଛି। ବୁଟ୍ ବଦଳରେ ପରୀକ୍ଷାର୍ଥୀମାନେ ଚପଲ ପିନ୍ଧି ପରୀକ୍ଷା ହଲକୁ ଆସିବେ। କେବଳ ହାପ୍ ଟି-ସାର୍ଟ ଏବଂ ହାପ୍ କୁର୍ତ୍ତା ପିନ୍ଧି ପରୀକ୍ଷାର୍ଥୀମାନେ ଆସିବେ। ଏହି ପୋଷାକର ଛୋଟ ବୋତାମ ଥିବା ଆବଶ୍ୟକ। ଏହା ପୂର୍ବରୁ ଆନ୍ସର କି ଲିକ୍ ହୋଇଥିବା ଯୋଗୁଁ ପରୀକ୍ଷା ବାତିଲ ହୋଇଥିଲା। ଏହାପରେ ସିବିଏସ୍ଇ ଏଭଳି କଡା ଆଭିମୁଖ୍ୟ ଗ୍ରହଣ କରିବା ସହ ସତର୍କତାମୂଳକ ପଦକ୍ଷେପ ନେଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Politics
ବିଜେପିର ରମେଶ ବିଧୁରୀଙ୍କୁ କାହିଁକି ଆଗୁଆ ଶୁଭେଚ୍ଛା ଜଣାଇଲେ କେଜ୍ରିୱାଲ?
ଆପର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲ ବିଜେପିକୁ କଟାକ୍ଷ କରିଛନ୍ତି। ସେ ବିଜେପିର ରମେଶ ବିଧୁରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
National
ଆସାମ ଖଣିରୁ ମିଳିଲା ଆଉ ୩ ଶ୍ରମିକଙ୍କ ମୃତଦେହ, ଏବେ ବି ୫ ଜଣଙ୍କ ପତ୍ତା ମିଳୁନି
୩୧୦ ଫୁଟ ଗଭୀରରେ ଖନନ ଚାଲିଥିବା ସମୟରେ ଏହା ଭିତରେ ହଠାତ ବନ୍ୟାଜଳ ପଶି ଯାଇଥିଲା। ଖଣି ଭିତରେ ଫସି ଯାଇଥିଲେ ୯ ଜଣ ଶ୍ରମିକ।