କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ବିହାର ବିଧାନସଭା ନିର୍ବାଚନ ସହ ପ୍ରଭାରୀ

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେପିର ନୂଆ ଦାୟିତ୍ୱ ଦିଆଯାଇଛି । ବିହାର ବିଧାନସଭା ନିର୍ବାଚନ ପାଇଁ ତାଙ୍କୁ ସହ ପ୍ରଭାରୀ ନିଯୁକ୍ତ କରାଯାଇଛି । ସେହିପରି କେନ୍ଦ୍ରମନ୍ତ୍ରୀ ଅନନ୍ତ କୁମାର ନିର୍ବାଚନ ପ୍ରଭାରୀ ରହିଛନ୍ତି । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ଏହା ଘୋଷଣା କରିଛନ୍ତି ।

dharmendra-pradhan

dharmendra-pradhan

Rakesh Mallick
  • Published: Saturday, 13 June 2015
  • Updated: 13 June 2015, 03:37 AM IST

Sports

Latest News

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେପିର ନୂଆ ଦାୟିତ୍ୱ ଦିଆଯାଇଛି । ବିହାର ବିଧାନସଭା ନିର୍ବାଚନ ପାଇଁ ତାଙ୍କୁ ସହ ପ୍ରଭାରୀ ନିଯୁକ୍ତ କରାଯାଇଛି । ସେହିପରି କେନ୍ଦ୍ରମନ୍ତ୍ରୀ ଅନନ୍ତ କୁମାର ନିର୍ବାଚନ ପ୍ରଭାରୀ ରହିଛନ୍ତି । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ଏହା ଘୋଷଣା କରିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos