ଇସଲାମବାଦ: ପାକିସ୍ତାନ ଓ ରୁଷିଆ ମଧ୍ୟରେ ହେବ ପ୍ରଥମ ମିଳିତ ସମରାଭ୍ୟାସ । ଦୁଇ ଦେଶ ମଧ୍ୟରେ ପ୍ରତିରକ୍ଷା ସମନ୍ୱୟକୁ ବୃଦ୍ଧି କରିବା ପାଇଁ ଏହି ନିଷ୍ପତ୍ତି ହୋଇଛି । ଏନେଇ ମୋସ୍କୋରେ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖୱାଜ ଅସିଫ୍ ଓ ରୁଷିଆର ପ୍ରତିରକ୍ଷା ମନ୍ତ୍ରୀ ସେରଗେଇ ଶୋଇଗୁଙ୍କ ମଧ୍ୟରେ ଏକ ଚୁକ୍ତି ସ୍ୱାକ୍ଷରିତ ହୋଇଛି।
ଏ ଆଞ୍ଚଳିକ ସୁରକ୍ଷା ସମ୍ମିଳନୀରେ ଯୋଗ ଦେବା ପାଇଁ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ମସ୍କୋ ଗସ୍ତରେ ଅଛନ୍ତି।ଦୁଇ ଦେଶର ସେନା ମଧ୍ୟରେ ପ୍ରଶିକ୍ଷଣ ଜନିତ ସମନ୍ୱୟ ସହିତ ଅସ୍ତ୍ରଶସ୍ତ୍ର ଆମଦାନୀ ନେଇ ସେ ରୁଷିଆର ପ୍ରତିରକ୍ଷା ମନ୍ତ୍ରୀ ସହିତ ଆଲୋଚନା କରିଥିଲେ।ଏହା ସହିତ ଦୁଇ ଦେଶ ମଧ୍ୟରେ ଥିବା ଦ୍ୱନ୍ଦ୍ୱକୁ ଆପୋଷ ଆଲୋଚନା ଦ୍ୱାରା ସମାଧାନ କରାଯିବ ବୋଲି ଖୱାଜ ଅସିଫ୍ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଅମାନବିକତା; ହାଇକୋର୍ଟଙ୍କ କେଉଁ ରାୟ ଉପରେ ରୋକ ଲଗାଇ ସୁପ୍ରିମକୋର୍ଟ ଏମିତି ଶବ୍ଦ ପ୍ରୟୋଗ କଲେ
ହାଇକୋର୍ଟଙ୍କ ଏହି ରାୟକୁ ବିଭିନ୍ନ ବର୍ଗର ଲୋକେ ସମାଲୋଚନା କରିଥିଲେ। ସୁପ୍ରିମକୋର୍ଟ ନିଜ ଆଡ଼ୁ ଏହି ମାମଲାର ଶୁଣାଣି କରିବା ବୋଲି ଘୋଷଣା କରିଥିଲେ।

Guest Column
ଅସହିଷ୍ଣୁତାର ବାତାବରଣରେ କୁନାଲ କାମରାଙ୍କ ବ୍ୟଙ୍ଗ
ପ୍ରଥମ ପ୍ରଧାନମନ୍ତ୍ରୀ କଂଗ୍ରେସର ପଣ୍ଡିତ ଜବାହର୍ଲାଲ୍ ନେହେରୁ ହୁଅନ୍ତୁ ବା ବିଜେପି ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ହୁଅନ୍ତୁ, ସେମାନେ ସମାଲୋଚକମାନଙ୍କୁ ସିଧାସଳଖ ନିନ୍ଦା କରିବା ବା ସେମାନଙ୍କ ବିରୋଧରେ ଅସହିଷ୍ଣୁତାର ବାତାବରଣ ସୃଷ୍ଟି କରିବାରେ କେବେ ବି ଏକମତ ହୋଇନାହାନ୍ତି।

National
ସାଂସଦଙ୍କ ବେତନ ବୃଦ୍ଧିର ଆଧାର କ’ଣ?
୨୦୧୬ରେ ସାଂସଦମାନଙ୍କ ବେତନ ବୃଦ୍ଧିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଦୃଢ଼ ମତ ରଖିଥିଲେ। ସାଂସଦମାନେ ନିଜର ଦରମା ସମ୍ପର୍କରେ ନିଜେ ନିଷ୍ପତ୍ତି ନେବା ଉଚିତ୍ ନୁହେଁ ଏବଂ ବେତନ ଆୟୋଗ ଭଳି ଏକ ସଂସ୍ଥା ଏହି ପ୍ରସଙ୍ଗରେ ନିଷ୍ପତ୍ତି ନେବା ଉଚିତ୍ ବୋଲି ପ୍ରଧାନମନ୍ତ୍ରୀ ମତ ଦେଇଥିଲେ। ଅଥବା ବିଭିନ୍ନ ସମୟରେ ନିର୍ଦ୍ଦିଷ୍ଟ ପଦବୀ ଏବଂ ପାହ୍ୟାରେ ହେଉଥିବା ବେତନ ବୃଦ୍ଧି ସହ ଏହାକୁ ଯୋଡ଼ିବା ଆବଶ୍ୟକ ବୋଲି ସେ କହିଥିଲେ।

Guest Column
ଭାଲୁ ମିଡିଆର ପଣସଖିଆ ଟ୍ରାଏଲ
ହିନ୍ଦୀ ଚଳଚ୍ଚିତ୍ର ଅଭିନେତା ସୁଶାନ୍ତ ସିଂହ ଆତ୍ମହତ୍ୟା ମାମଲାରେ ସିବିଆଇ ଅଭିନେତ୍ରୀ ରିଆ ଚକ୍ରବର୍ତ୍ତୀଙ୍କ ଉପରେ ଚାଲିଥିବା ଅନୁସନ୍ଧାନକୁ ଅଫିସିଆଲି ବନ୍ଦ କରିବା ଲାଗି ନିଷ୍ପତ୍ତି ନେଇଛି। ଦୀର୍ଘ ପାଞ୍ଚ ବର୍ଷ ପରେ ସିବିଆଇ ଏହି ନିଷ୍ପତ୍ତିରେ ପହଞ୍ଚିଛି ଯେ ସୁଶାନ୍ତ ସିଂହଙ୍କ ମୃତ୍ୟୁ କେବଳ ‘ଆତ୍ମହତ୍ୟା’ ଥିଲା। ଏହା ପଛରେ ରିଆଙ୍କର କୌଣସି ସମ୍ପୃକ୍ତି ନାହିଁ।

National
କମେଡି ପାଇଁ ସୁପାରୀ!
ଖାର ଥାନାର ଏକ ଟିମ୍ କୁନାଲ କମରାଙ୍କ ମୁମ୍ବାଇ ସ୍ଥିତ ବାସଭବନକୁ ଯାଇ ଏକ ସମନ ଦେଇଛନ୍ତି। ଥାନାରେ ହାଜର ହୋଇ ପଚରାଉଚରାର ସମ୍ମୁଖୀନ ହେବାକୁ ତାଙ୍କୁ ସମନ ଦିଆଯାଇଛି।