ନୂଆଦିଲ୍ଲୀ: ବିଜେପିର ସାଧାରଣ ସମ୍ପାଦକ (ସଂଗଠନ) ରାମ ଲାଲ ଆଜି ତାଙ୍କର ମୂଳ ସଂଗଠନ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସ୍ଏସ୍) ଫେରିଯାଇଛନ୍ତି। ତାଙ୍କୁ ସଂଘର 'ଅଖିଳ ଭାରତୀୟ ସେହ ସମ୍ପର୍କ ପ୍ରମୁଖ' ଦାୟିତ୍ୱ ମିଳିଛି। ଅନ୍ୟପକ୍ଷରେ ଭି. ସତୀଶ ରାମଲାଲଙ୍କ ଦାୟିତ୍ୱ ନେବେ ବୋଲି ଚର୍ଚ୍ଚା ହେଉଛି।
ରାମଲାଲ ବିଜେପିର ସାଧାରଣ ସମ୍ପାଦକ (ସଂଗଠନ) ଦାୟିତ୍ୱ ଦୀର୍ଘ ସମୟ ଧରି ତୁଲାଇ ଆସୁଥିଲେ। ସେ ସଞ୍ଜୟ ଯୋଶୀଙ୍କ ସ୍ଥାନରେ ଏହି ଦାୟିତ୍ୱ ନେଇଥିଲେ। ତାଙ୍କ ନିଯୁକ୍ତି ବାବଦରେ ସଂଘର ଅଖିଳ ଭାରତୀୟ ପ୍ରଚାର ପ୍ରମୁଖ ଅରୁଣ କୁମାର ସୂଚନା ଦେଇଛନ୍ତି। ତେବେ ରାମଲାଲଙ୍କ ସ୍ଥାନ କିଏ ନେବେ ପଚରାଯିବାରୁ ସେ କହିଛନ୍ତି, ତାହା ବିଜେପିର ଅନ୍ତରୀଣ ମାମଲା, ସେମାନେ ନିଷ୍ପତ୍ତି ନେବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସ୍କୁଲ ଛାଡ଼ିବାକୁ ଯିବା ବେଳେ ୨ ନାବାଳକ ସାବତ ଭାଇଙ୍କ ତଣ୍ଟି କାଟିଦେଲା
ଅଭିଯୁକ୍ତ ନୀରଜ ଶର୍ମା ତା’ର ଦୁଇ ସାବତ ଭାଇଙ୍କୁ ବାଇକରେ ସ୍କୁଲ ଛାଡ଼ିବାକୁ ନେଇଥିଲା। କିନ୍ତୁ ସ୍କୁଲ ଯିବା ବଦଳରେ ସେ ଉଭୟଙ୍କୁ ଗୋଟିଏ ନିଛାଟିଆ ସ୍ଥାନକୁ ନେଇ ଯାଇଥିଲା। ସେଠାରେ ସେ ଉଭୟଙ୍କୁ ତଣ୍ଟି କାଟି ହତ୍ୟା କରିଥିଲା।
National
ଶେଖ ହସିନାଙ୍କୁ ଢାକା ପଠାଅ: ଭାରତକୁ ଚିଠି ଲେଖିଲା ବାଂଲାଦେଶ
ଢାକା ଭିତ୍ତିକ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ(ଆଇସିଟି) ମାନବଜାତି ବିରୋଧରେ ଅପରାଧ ଓ ନରସଂହାର ଅଭିଯୋଗରେ ଶେଖ ହସିନା, ତାଙ୍କ ସରକାରରେ ଥିବା ମନ୍ତ୍ରୀ, ପରାମର୍ଶଦାତା, ପୂର୍ବତନ ସାମରିକ ଓ ବେସାମରିକ ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାଣି କରିଛନ୍ତି।
Crime
ହୋଟେଲ ପାର୍କିଂରେ ଟ୍ରିପଲ ମର୍ଡର: ଦୁଇ ଯୁବକ, ଜଣେ ଯୁବତୀଙ୍କୁ ଗୁଳି କରି ହତ୍ୟା
ଗୁଳିମାଡ଼ରେ ଦିଲ୍ଲୀର ଭିକ୍କି ଓ ବିପିନଙ୍କ ସମେତ ହିର୍ସାର ନିଆଙ୍କ ମୃତ୍ୟୁ ହୋଇଛି। ହୋଟେଲର ପାର୍କିଂରେ ଏମାନେ ଛିଡ଼ା ହୋଇଥିବା ବେଳେ କିଛି ଦୁର୍ବୃତ୍ତ ସେଠାରେ ପହଞ୍ଚି ୩ ଜଣଙ୍କୁ ହତ୍ୟା କରିଛନ୍ତି।
National
ପୁଲିସ୍ ପଞ୍ଝାରେ ‘ଲୁଟେରୀ ଦୁଲହନ’: ୩ ବିବାହ, ୧.୨୫ କୋଟି ଠକେଇ
ଗୋଟିଏ ଦଶନ୍ଧି ମଧ୍ୟରେ ମହିଳା ଜଣଙ୍କ ଏକାଧିକ ପୁରୁଷଙ୍କୁ ବିବାହ କରିବା ସହ କେମିତି ୧.୨୫ କୋଟିରୁ ଅଧିକ ଟଙ୍କା ସେମାନଙ୍କ ଠାରୁ ହଡ଼ପ କରିଥିଲା, ତା’ର ତଥ୍ୟ ସାମ୍ନାକୁ ଆସିଛି।
National
UPSC ଠକେଇ ମାମଲା: ଗିରଫ ହେବେ କି ପୂଜା ଖେଡକର?
ତାଙ୍କୁ ପୂର୍ବରୁ ଗିରଫଦାରୀରୁ ମିଳିଥିବା ସୁରକ୍ଷାକୁ ମଧ୍ୟ କୋର୍ଟ ହଟାଇ ଦେଇଛନ୍ତି।