ବିଜେପି ନେତାଙ୍କ ଘରେ ତୃଣମୂଳ କଂଗ୍ରେସ କର୍ମୀଙ୍କ ଆକ୍ରମଣ

କୋଲକାତା: ରୋଜ୍‌ଭ୍ୟାଲି ଚିଟ୍‌ଫଣ୍ଡ୍‌ ଠକେଇ ମାମଲାରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସାଂସଦ ସୁଦୀପ ବନ୍ଦୋପାଧ୍ୟାୟଙ୍କ ଗିରଫଦାରୀ ବିରୋଧରେ ଗତକାଲି ରାତିରେ ପଶ୍ଚିମ ବଙ୍ଗର ବିଜେପି ନେତା କ୍ରିଷ୍ଣା ଭଟ୍ଟାଚାର୍ଯ୍ୟଙ୍କ ଘର ଉପରେ ଟିଏମ୍‌ସି କର୍ମୀମାନେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ୍ ଏକ ମାମଲା ରୁଜୁ କରିଛି। ସୁଦୀପଙ୍କ ଗିରଫଦାରୀକୁ ନେଇ ଗତାକାଲି ପଶ୍ଚିମ ବଙ୍ଗର ବିଭିନ୍ନ ସ୍ଥାନରେ ବିଜେପି ଓ ଟିଏମ୍‌ସି କର୍ମୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। କୋଲକାତା ସ୍ଥିତ ବିଜେପିର ମୁଖ୍ୟ କାର୍ଯ୍ୟାଳୟରେ […]

attack

attack

Rakesh Mallick
  • Published: Wednesday, 04 January 2017
  • Updated: 04 January 2017, 10:15 AM IST

Sports

Latest News

କୋଲକାତା: ରୋଜ୍‌ଭ୍ୟାଲି ଚିଟ୍‌ଫଣ୍ଡ୍‌ ଠକେଇ ମାମଲାରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସାଂସଦ ସୁଦୀପ ବନ୍ଦୋପାଧ୍ୟାୟଙ୍କ ଗିରଫଦାରୀ ବିରୋଧରେ ଗତକାଲି ରାତିରେ ପଶ୍ଚିମ ବଙ୍ଗର ବିଜେପି ନେତା କ୍ରିଷ୍ଣା ଭଟ୍ଟାଚାର୍ଯ୍ୟଙ୍କ ଘର ଉପରେ ଟିଏମ୍‌ସି କର୍ମୀମାନେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ୍ ଏକ ମାମଲା ରୁଜୁ କରିଛି।

ସୁଦୀପଙ୍କ ଗିରଫଦାରୀକୁ ନେଇ ଗତାକାଲି ପଶ୍ଚିମ ବଙ୍ଗର ବିଭିନ୍ନ ସ୍ଥାନରେ ବିଜେପି ଓ ଟିଏମ୍‌ସି କର୍ମୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। କୋଲକାତା ସ୍ଥିତ ବିଜେପିର ମୁଖ୍ୟ କାର୍ଯ୍ୟାଳୟରେ ଟିଏମ୍‌ସି କର୍ମୀମାନେ ପଥର ଫିଙ୍ଗି ଥିଲେ। ଏଥିରେ ଅନେକ ବିଜେପି କର୍ମୀ ଆହତ ହୋଇଥିଲେ।

ସୁଦୀପଙ୍କୁ ସିବିଆଇ ଗିରଫ କରିବା ପରେ ଭୁବନେଶ୍ୱର ନେଇଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story