ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ସ୍ୱତନ୍ତ୍ର ଟ୍ରାକ୍ ସୁଟ୍ ଉପହାର ଦେଇଥିଲା ସ୍ପୋର୍ଟସ ପୋଷାକ ତିଆରି କରୁଥିବା କଂପାନୀ ଆଡିଡାସ। ଖାସ୍ ମୋଦିଙ୍କ ପାଇଁ ଏହି ସୁଟ୍ ତିଆରି କରିଥିଲା କଂପାନୀ। ଏହି ସୁଟର ଏକ ପାର୍ଶ୍ୱରେ ମୋଦିଙ୍କ ନାମର ପ୍ରାରମ୍ଭିକ ଦୁଇ ଅକ୍ଷର ଏନ୍ ଓ ଏମ୍ ଲେଖାଯାଇଛି।
ସୂଚନାଯୋଗ୍ୟ, ଶୁକ୍ରବାର ସନ୍ଧ୍ୟାରେ ମୋଦିଙ୍କ ବାସଭବନକୁ ଏହି ସୁଟକୁ ପଠାଇ ଦିଆଯାଇଥିଲା ।
ଉତ୍ତମ ସ୍ୱାସ୍ଥ୍ୟ ପାଇଁ ଯୋଗକୁ ମୋଦି ଏକ ନୂଆ ଦିଗ ଦେଇଥିବା କହିଛନ୍ତି ଆଡିଡାସର ଗ୍ରୁପ୍ ପରିଚାଳନା ନିର୍ଦ୍ଦେଶକ ଡେବ୍ ଥୋମାସ୍। ଆଡିଡାସ ଏକ ସ୍ପୋର୍ଟସ୍ ପୋଷାକ ନିର୍ମାଣକାରୀ କଂପାନୀ ହୋଇଥିବା ଯୋଗୁ ସ୍ୱାଭାବିକ ଭାବେ ଉତ୍ତମ ସ୍ୱାସ୍ଥ୍ୟ ଉପରେ ସବୁ ବେଳେ ଗୁରୁତ୍ୱ ଦେଇ ଆସିଛି। ତେଣୁ ମୋଦିଙ୍କ ଏହି ପଦକ୍ଷେପରେ କଂପାନୀ ମଧ୍ୟ ଉତ୍ସାହିତ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପ୍ରେମରୁ ଆରମ୍ଭ ହତ୍ୟାରେ ଶେଷ: ୬ ମାସ ହେବ ଫ୍ରିଜ୍ରେ ରଖିଥିଲା ଲିଭ୍ ଇନ୍ ପାର୍ଟନରଙ୍କ ଶବ
ସଞ୍ଜୟ ପାଟିଦାରଙ୍କ ସହିତ ପ୍ରେମିକା ପିଙ୍କି ପାଞ୍ଚ ବର୍ଷ ହେଲା ଲିଭ୍-ଇନ ସମ୍ପର୍କରେ ଥିଲେ। ସଞ୍ଜୟ ପୂର୍ବରୁ ବିବାହିତ ଥିଲା।
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।
National
ଦିଲ୍ଲୀ ଦଖଲ କସରତ୍: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି
ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।