ରାଞ୍ଚି: ଶନିବାର କିଛି ଲୋକ ଗୋଷ୍ଠୀବଦ୍ଧ ଭାବେ ପୁଲିସ୍ଠାରୁ ବନ୍ଧୁକ ଛଡ଼ାଇବାର ଉଦ୍ୟମ କରିବାରୁ କରାଯାଇଥିବା ଗୁଳି ଚାଳନାରେ ଜଣେ ପ୍ରାଣ ହରାଇଥିବାବେଳେ ୨ ଜଣ ଆହତ ହୋଇଛନ୍ତି। ଏକ ପୋଲିଂ ବୁଥ୍ ନିକଟରେ ଏଭଳି ଘଟଣା ଘଟିଛି। ସିସାଇ ବିଧାନସଭା ନିର୍ବାଚନମଣ୍ଡଳୀରେ ଏଭଳି ଘଟଣା ଘଟିଛି।
ପୁଲିସ୍ ଏଡିଜି ମୁରାରୀ ଲାଲ ମୀନା କହିଛନ୍ତି, ସିସାଇ ବିଧାନସଭା ନିର୍ବାଚନମଣ୍ଡଳୀର ୩୬ ନମ୍ବର ବୁଥ୍ରେ କିଛି ବିଶୃଙ୍ଖଳିତ ଲୋକଙ୍କ ଉପରକୁ ରାପିଡ୍ ଆକ୍ସନ୍ ଫୋର୍ସର ଗୁଳିଚାଳନା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିଲା। ଆହତମାନଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଝାରଖଣ୍ଡ ନିର୍ବାଚନ ଅଧିକାରୀ ବିନୟ କୁମାର ଚୌବେ କହିଛନ୍ତି, ଏହି ଘଟଣା ନେଇ ତଦନ୍ତ ଆରମ୍ଭ ହୋଇଛି। ଏହି ବୁଥ୍ରେ ଭୋଟ୍ ଗ୍ରହଣ ବନ୍ଦ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
‘ମୁଁ ଆକ୍ସିଡେଣ୍ଟାଲ ପିଏମ୍ ନୁହେଁ, ଅର୍ଥ ମନ୍ତ୍ରୀ ମଧ୍ୟ ଆକ୍ସିଡେଣ୍ଟାଲି ହୋଇଥିଲି’
ନରସିଂହା ରାଓଙ୍କ ସରକାର ସମୟରେ ଦିନେ ମୁଁ ନିଜ ଅଫିସରେ UGC ମିଟିଙ୍ଗରେ ବସିଥିଲି। ଉକ୍ତ ସମୟରେ ନରସିଂହା ରାଓ ଫୋନ୍ କରି କେଉଁଠି ଅଛ ବୋଲି ପଚାରିଥିଲେ।
National
ମନମୋହନଙ୍କ ବିୟୋଗରେ ପୂରା ଦେଶ ସ୍ତବ୍ଧ, ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା
ମନମୋହନଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଏହି ପରିପ୍ରେକ୍ଷୀରେ ଆଜି ସମସ୍ତ ସରକାରୀ କାର୍ଯ୍ୟକ୍ରମ ବାତିଲ୍ କରିବାକୁ ଘୋଷଣା କରାଯାଇଛି।
National
ରାସ୍ତାରେ ଖେଳୁଥିଲା ଛୋଟ ଛୁଆ, ଚଢ଼ିଗଲା କ୍ୟାବ୍
ରାସ୍ତାରେ ଖେଳୁଥିଲା ଛୋଟ ଛୁଆ । ଏହି ସମୟରେ ଘଟିଲା ଅଘଟଣ। ଦ୍ରୁତ ଗତିରେ ଆସୁଥିବା ଏକ କ୍ୟାବ୍ ପିଲାଟି ଉପରେ ଚଢ଼ିଗଲା।
National
ଆଉ ନାହାନ୍ତି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ
ପିଭି ନରସିଂହ ରାଓଙ୍କ ସରକାରରେ ମନମୋହନ ସିଂହ ଦେଶର ଅର୍ଥମନ୍ତ୍ରୀ ଥିଲେ। ଏହି ସମୟରେ ଭାରତୀୟ ଅର୍ଥନୀତିରେ ସେ ବୈପ୍ଳବିକ ପରିବର୍ତ୍ତନ ଆଣିଥିଲେ। ଭାରତୀୟ ଅର୍ଥନୀତି ତାଙ୍କ ତୁଳୀରେ ନୂଆ ରୂପ ପାଇଥିଲା।
National
ବିଗିଡ଼ିଲା ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା, ଏମ୍ସରେ ହେଲେ ଭର୍ତ୍ତି
ଏବେ ସେଠାରେ ତାଙ୍କର ଚିକିତ୍ସା ସ୍ୱତନ୍ତ୍ର ଡାକ୍ତରୀ ଟିମ ପକ୍ଷରୁ କରାଯାଉଛି। କିନ୍ତୁ ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।