ରଥ ଟଣା ବେଳେ ଅଘଟଣ; ବିଦ୍ୟୁତ୍‌ ତାର ବାଜି ଚାଲିଗଲା ୧୦ ଜୀବନ

ଚେନ୍ନାଇ: ତାମିଲନାଡ଼ୁର ତଞ୍ଜାବୁର ଜିଲ୍ଲାର କାଲିମେଡ୍ଡସ୍ଥିତ ଏକ ମନ୍ଦିରରେ ଆଜି ସକାଳୁ ଘଟିଯାଇଛି ହୃଦୟ ବିଦାରକ ଘଟଣା। ମନ୍ଦିରର ରଥ ଟଣା କାର୍ଯ୍ୟକ୍ରମରେ ବହୁ ଶ୍ରଦ୍ଧାଳୁ ସାମିଲ ହୋଇଥିବା ବେଳେ ବିଦ୍ୟୁତ୍‌ ଆଘାତରେ ୧୦ ଜଣଙ୍କ ଜୀବନହାନୀ ହୋଇଛି। ମୃତକଙ୍କ ମଧ୍ୟରେ ୨ ଶିଶୁ ଥିବା ଜଣାଯାଇଛି। ଏହି ଦୁର୍ଘଟଣାରେ ବହୁ ଶ୍ରଦ୍ଧାଳୁ ଗୁରୁତର ହୋଇଛନ୍ତି। କାଲିମେଡ୍ଡସ୍ଥିତ ଏକ ମନ୍ଦିରରେ ଉପ୍ପର ଗୁରୁପୂଜାଇ ଉତ୍ସବ ପାଳନ ହେଉଥିଲା । ଏହି ଉତ୍ସବରେ ସାମିଲ ହେବାକୁ ମଙ୍ଗଳବାର ରାତିରୁ […]

electric-shock

electric-shock

Niharika Rout
  • Published: Wednesday, 27 April 2022
  • Updated: 27 April 2022, 10:50 AM IST

ଚେନ୍ନାଇ: ତାମିଲନାଡ଼ୁର ତଞ୍ଜାବୁର ଜିଲ୍ଲାର କାଲିମେଡ୍ଡସ୍ଥିତ ଏକ ମନ୍ଦିରରେ ଆଜି ସକାଳୁ ଘଟିଯାଇଛି ହୃଦୟ ବିଦାରକ ଘଟଣା। ମନ୍ଦିରର ରଥ ଟଣା କାର୍ଯ୍ୟକ୍ରମରେ ବହୁ ଶ୍ରଦ୍ଧାଳୁ ସାମିଲ ହୋଇଥିବା ବେଳେ ବିଦ୍ୟୁତ୍‌ ଆଘାତରେ ୧୦ ଜଣଙ୍କ ଜୀବନହାନୀ ହୋଇଛି। ମୃତକଙ୍କ ମଧ୍ୟରେ ୨ ଶିଶୁ ଥିବା ଜଣାଯାଇଛି। ଏହି ଦୁର୍ଘଟଣାରେ ବହୁ ଶ୍ରଦ୍ଧାଳୁ ଗୁରୁତର ହୋଇଛନ୍ତି।

କାଲିମେଡ୍ଡସ୍ଥିତ ଏକ ମନ୍ଦିରରେ ଉପ୍ପର ଗୁରୁପୂଜାଇ ଉତ୍ସବ ପାଳନ ହେଉଥିଲା । ଏହି ଉତ୍ସବରେ ସାମିଲ ହେବାକୁ ମଙ୍ଗଳବାର ରାତିରୁ ହିଁ ମନ୍ଦିରରେ ଭିଡ଼ ଜମିବାରେ ଲାଗିଥିଲା। ବୁଧବାର ସକାଳୁ ସକାଳୁ ମନ୍ଦିରରୁ ଏକ ରଥ ଯାତ୍ରା ବାହାରିଥିଲା। ଏଥିରେ ବହୁ ଭକ୍ତ ସାମିଲ ହୋଇଥିଲେ। ରଥ ଟାଣିବା ସମୟରେ ରଥଟି ଏକ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଯାଇଥିଲା। ଫଳରେ ଘଟଣାସ୍ଥଳରେ ୨ ଛୋଟ ଛୁଆଙ୍କ ସମେତ ସମୁଦାୟ ୧୦ ଜଣଙ୍କ ମୃତ୍ୟୁ ହୋଇଛି।

ଏଥିଯୋଗୁ ଗୁରୁତରଙ୍କ  ସଂଖ୍ୟା ବଢ଼ିବାରୁ ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଉଛି। ବହୁ ଗୁରୁତରଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତକଙ୍କ ସଂଖ୍ୟା ବଢ଼ିପାରେ ବୋଲି ଶଙ୍କା ପ୍ରକାଶ ପାଇଛି।  ପ୍ରଶାସନ ତରଫରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ରଥ ଟଣା ସମୟରେ ରାସ୍ତା ଉପରେ ଖାଲରେ ପାଣି ଜମା ହୋଇଥିବାରୁ କିଛି ଲୋକ ଦୂରରେ ଛିଡ଼ା ହୋଇଥିଲେ। ନଚେତ ଆହୁରି ଅଧିକ ଜୀବନହାନୀ ହୋଇଥାନ୍ତା ବୋଲି ଆଲୋଚନା ହେଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story