ସ୍କର୍ପିଓ-ଟ୍ରାକ୍ଟର ମୁହାଁମୁହିଁ ଧକ୍କା, ଆଖି ବୁଜିଲେ ୧୧

ମୁଜାଫରପୁର: ବିହାରର ମୁଜାଫରପୁର ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏକ ସ୍କର୍ପିଓ ଓ ଏକ ଟ୍ରାକ୍ଟର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଯୋଗୁଁ ଘଟଣାସ୍ଥଳରେ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ ୪ ଜଣ ଗୁରୁତର ହୋଇଛନ୍ତି। ମୁଜାଫରପୁରର କାନ୍ତି ଥାନା ଅନ୍ତର୍ଗତ ୨୮ ନମ୍ବର ଜାତୀୟ ରାଜପଥରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଗୁରୁତରମାନଙ୍କୁ ନିକଟସ୍ଥ କୃଷ୍ଣା ମେଡିକାଲ କଲେଜରେ ଭର୍ତ୍ତି କରିଛି। ମୃତକମାନେ ମୁଜଫରପୁରର […]

bihar-3

bihar-3

Niharika Rout
  • Published: Saturday, 07 March 2020
  • Updated: 07 March 2020, 10:40 AM IST

Sports

Latest News

ମୁଜାଫରପୁର: ବିହାରର ମୁଜାଫରପୁର ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏକ ସ୍କର୍ପିଓ ଓ ଏକ ଟ୍ରାକ୍ଟର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଯୋଗୁଁ ଘଟଣାସ୍ଥଳରେ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ ୪ ଜଣ ଗୁରୁତର ହୋଇଛନ୍ତି।

ମୁଜାଫରପୁରର କାନ୍ତି ଥାନା ଅନ୍ତର୍ଗତ ୨୮ ନମ୍ବର ଜାତୀୟ ରାଜପଥରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଗୁରୁତରମାନଙ୍କୁ ନିକଟସ୍ଥ କୃଷ୍ଣା ମେଡିକାଲ କଲେଜରେ ଭର୍ତ୍ତି କରିଛି। ମୃତକମାନେ ମୁଜଫରପୁରର ହତୋଡି ଅଞ୍ଚଳର ବୋଲି ଜଣାପଡ଼ିଛି।

ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, କାଣ୍ଟି ଥାନା ଅଞ୍ଚଳରେ ଥିବା ଟରମା ଛକ ନିକଟରେ ଟ୍ରାକ୍ଟର ଏବଂ ସ୍କର୍ପିଓ ମଧ୍ୟରେ ଧକ୍କା ହୋଇଥିଲା। ଦୁର୍ଘଟଣା ଅଧିକ ଜୋର ହୋଇଥିବାରୁ ଘଟଣାସ୍ଥଳରେ ୭ ଜଣ ଲୋକଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟ ୪ ଜଣଙ୍କର ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।

ଶନିବାର ଭୋରୁ ଏହି ଦୁର୍ଘଟଣା ଘଟିଥିବା ପୁଲିସ୍‌ କହିଛି। ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ସ୍କର୍ପିଓ ଉତ୍ତରପ୍ରଦେଶରୁ ବିହାର ଆସିଥିବା ଜଣାପଡ଼ିଛି। ଏହି ଦୁର୍ଘଟଣା ଯୋଗୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଜାତୀୟ ରାଜପଥରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ପୁଲିସ୍‌ ଜେସିବି ସାହାଯ୍ୟରେ ଦୁର୍ଘଟଣାଗ୍ରସ୍ତ ଗାଡ଼ି ୨ଟିକୁ ହଟାଇବା ପରେ ଯାନବାହନ ଚଳାଚଳ ସ୍ୱାଭାବିକ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story