ରାଜସ୍ଥାନ: ରାଜସ୍ଥାନର ନାଗଉର ଜିଲ୍ଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି । ଦୁଇଟି ମିନିବସ୍ ମୁହାଁମୁହିଁ ଧକ୍କା ହେବାରୁ ଏପରି ଦୁର୍ଘଟଣା ଘଟିଥିବା ଜଣାଯାଇଛି।
ଗତକାଲି ବିଳମ୍ବିତ ରାତିରେ କଚମାନ ସହରରେ ଦ୍ରୁତ ଗତିରେ ଯାଉଥିବା ମିନିବସ୍ ଦୁଇଟି ନିୟନ୍ତ୍ରଣ ହରାଇ ପରସ୍ପରକୁ ଧକ୍କା ଦେଇଥିଲେ । ଏହା ପରେ ଭାରସାମ୍ୟ ହରାଇ ଗୋଟିଏ ମିନି ବସ୍ ଏକ ଗଛରେ ପିଟି ହୋଇଯାଇଥିଲା। ଘଟଣାସ୍ଥଳରେ ୧୧ଜଣଙ୍କ ମୃତ୍ୟୁ ହୋଇଛି । ବହୁ ଯାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି। ସ୍ଥାନୀୟ ଲୋକେ ଓ ଅଗ୍ନିଶମ୍ କର୍ମଚାରୀ ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଦିଲ୍ଲୀ ସରକାରଙ୍କ ଯୋଜନାର ତଦନ୍ତ ନିର୍ଦ୍ଦେଶ, ସମାଲୋଚନା କଲେ କେଜ୍ରିୱାଲ
ଦିଲ୍ଲୀ ଭୋଟରଙ୍କୁ ପ୍ରଭାବିତ କରିବାକୁ ପଞ୍ଜାବ ସରକାର ଟଙ୍କା ପଠାଉଥିବା ଅଭିଯୋଗ ଆଣିଲା କଂଗ୍ରେସ। 'ମହିଳା ସମ୍ମାନ ଯୋଜନା'ର ତଦନ୍ତ ନିର୍ଦ୍ଦେଶ ଦେଲେ ଉପରାଜ୍ୟପାଳ।
National
ଅଶ୍ଳୀଳ ଫଟୋ ଲିକ୍ କରିବାକୁ ଧମକ, ବନ୍ଧା ହେଲେ ଅଭିନେତା
ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରିବା, ବ୍ୟକ୍ତିଗତ ଫଟୋ ଲିକ୍ କରିବାକୁ ଧମକ ଦେବା ଓ ଅମାନୁଷିକ ଭାବେ ମାଡ଼ ମରୁଥିବା ନେଇ ତାଙ୍କ ବିରୋଧରେ ଜଣେ ୨୯ ବର୍ଷୀୟ ଅଭିନେତ୍ରୀ ଅଭିଯୋଗ କରିଛନ୍ତି।
National
ମନମୋହନଙ୍କୁ ଅଶ୍ରୁଳ ବିଦାୟ, ପଞ୍ଚଭୂତରେ ଲୀନ ହେଲେ
ଏହି ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହୋଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ।
National
ଅଡୁଆରେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ, ସମନ ଜାରି କଲା ଇଡି
ଇଡି ତାଙ୍କୁ ଜାନୁଆରୀ ୭ ତାରିଖରେ ହାଜର ହେବାକୁ କହିଛି।
National
ବାର୍ଥଡେ' ପାର୍ଟିରେ ବଟି ମାଗିବାକୁ ଗଲେ ଡିଏସ୍ପି, ନ ମିଳିବାରୁ କଲେ ଫାୟରିଂ
ଗୁଳିମାଡ଼ରେ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଦୁଇ ଜଣ ଗୁରୁତର ହୋଇଛନ୍ତି।