ବାଂଲାଦେଶ: ସଡ଼କ ଦୁର୍ଘଟଣାରେ ୧୨ ମୃତ, ୫୦ ଆହତ

ଢାକା: ବାଂଲାଦେଶର ରଙ୍ଗପୁର ଜିଲ୍ଲାରେ ଦୁଇଟି ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ଲାଗି ୧୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫୦ଜଣ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ଆଜି ଦିନ ପ୍ରାୟ ୧୧ଟାରେ ତାରାଗଞ୍ଜ ନିକଟ ରଙ୍ଗପୁର-ଦିନାଜପୁର ଜାତୀୟ ରାଜପଥରେ ଘଟିଥିଲା। ଘଟଣାସ୍ଥଳରେ ପୋଲିସ ଓ ଉଦ୍ଧାରକାରୀ ଦଳ ପହଞ୍ଚି ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛନ୍ତି। ବହୁ ଯାତ୍ରୀ ଗୁରୁତର ଥିବାରୁ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶାଙ୍କା କରାଯାଉଛି।

12 killed in road accident in Bangladesh

Rakesh Mallick
  • Published: Wednesday, 20 April 2016
  • Updated: 04 May 2017, 03:44 PM IST

Sports

Latest News

ଢାକା: ବାଂଲାଦେଶର ରଙ୍ଗପୁର ଜିଲ୍ଲାରେ ଦୁଇଟି ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ଲାଗି ୧୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫୦ଜଣ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ଆଜି ଦିନ ପ୍ରାୟ ୧୧ଟାରେ ତାରାଗଞ୍ଜ ନିକଟ ରଙ୍ଗପୁର-ଦିନାଜପୁର ଜାତୀୟ ରାଜପଥରେ ଘଟିଥିଲା।

ଘଟଣାସ୍ଥଳରେ ପୋଲିସ ଓ ଉଦ୍ଧାରକାରୀ ଦଳ ପହଞ୍ଚି ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛନ୍ତି। ବହୁ ଯାତ୍ରୀ ଗୁରୁତର ଥିବାରୁ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶାଙ୍କା କରାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story