ଖାତକୁ ଖସିଲା ଭ୍ୟାନ୍‌, ୧୩ ମୃତ

ଡେରାଡୁନ୍‌: ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ଆଜି ଅପରାହ୍ଣରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଭ୍ୟାନ୍‌ ଘାଟି ରାସ୍ତା ଅତିକ୍ରମ କରୁଥିବା ବେଳେ ଖାତକୁ ଖସି ପଡ଼ିଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ୧୩ ବର୍ଷୀୟ ନାବାଳକ ଓ ନାବାଳିକାଙ୍କ ଜୀବନ ବଞ୍ଚିଯାଇଛି। ପୁଲିସ୍‌ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ୧୦୦ ମିଟ୍‌ର ତଳକୁ ଖସି ପଡ଼ିଥିବା ଭ୍ୟାନ୍‌ଟିକୁ ଉପରକୁ ଆଣିବାକୁ ଚେଷ୍ଟା ଜାରି ରଖିଛନ୍ତି। […]

uk

uk

Hemant Lenka
  • Published: Monday, 03 September 2018
  • Updated: 03 September 2018, 12:54 PM IST

Sports

Latest News

ଡେରାଡୁନ୍‌: ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ଆଜି ଅପରାହ୍ଣରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଭ୍ୟାନ୍‌ ଘାଟି ରାସ୍ତା ଅତିକ୍ରମ କରୁଥିବା ବେଳେ ଖାତକୁ ଖସି ପଡ଼ିଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ୧୩ ବର୍ଷୀୟ ନାବାଳକ ଓ ନାବାଳିକାଙ୍କ ଜୀବନ ବଞ୍ଚିଯାଇଛି।

ପୁଲିସ୍‌ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ୧୦୦ ମିଟ୍‌ର ତଳକୁ ଖସି ପଡ଼ିଥିବା ଭ୍ୟାନ୍‌ଟିକୁ ଉପରକୁ ଆଣିବାକୁ ଚେଷ୍ଟା ଜାରି ରଖିଛନ୍ତି। ଉଦ୍ଧାରକାର୍ଯ୍ୟ ଚାଲୁ ରହିଥିବାରୁ ଘଟଣା ସମ୍ପର୍କରେ ବିସ୍ତୃତ ତଥ୍ୟ ମିଳିନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos