ଦିଲ୍ଲୀ ଉପରାଜ୍ୟପାଳଙ୍କ ଅଫିସ୍‌ର ୧୩ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ: ଦିଲ୍ଲୀ ଉପରାଜ୍ୟପାଳ ଅନୀଲ ବୈଜଲଙ୍କ ଅଫିସ୍‌ର ୧୩ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ଥିବା ଜଣାପଡ଼ିଛି। ଆଜି ସକାଳେ ଏହି ସୂଚନା ମିଳିଛି। ସାରା ଦେଶ ଭଳି ଦିଲ୍ଲୀରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ପାର୍ ହୋଇସାରିଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦,୮୩୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୫୨୩ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଗତକାଲି ଜାରି କରାଯାଇଥିବା ବୁଲେଟିନ୍ ଅନୁଯାୟୀ, ଏବେ ଏଠାରେ […]

lg

lg

Jitendra Garnayak
  • Published: Tuesday, 02 June 2020
  • Updated: 02 June 2020, 01:19 PM IST

Sports

Latest News

ନୂଆଦିଲ୍ଲୀ: ଦିଲ୍ଲୀ ଉପରାଜ୍ୟପାଳ ଅନୀଲ ବୈଜଲଙ୍କ ଅଫିସ୍‌ର ୧୩ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ଥିବା ଜଣାପଡ଼ିଛି। ଆଜି ସକାଳେ ଏହି ସୂଚନା ମିଳିଛି।

ସାରା ଦେଶ ଭଳି ଦିଲ୍ଲୀରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ପାର୍ ହୋଇସାରିଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦,୮୩୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୫୨୩ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଗତକାଲି ଜାରି କରାଯାଇଥିବା ବୁଲେଟିନ୍ ଅନୁଯାୟୀ, ଏବେ ଏଠାରେ ୧୧,୫୬୫ଟି କେସ୍ ଆକ୍ଟିଭ୍ ରହିଛି।

ଲଗାତାର ଚାରି ଦିନ ପରେ ସୋମବାର ଅର୍ଥାତ୍ ଗତକାଲି ଏଠାରେ ହଜାରେରୁ କମ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଗତକାଲି ଦିଲ୍ଲୀରେ ୯୯୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ମେ’ ୨୮ରୁ ମେ’ ୩୧ ତାରିଖ ପର୍ଯ୍ୟନ୍ତ ଲଗାତାର ଏଠାରେ ହଜାରେରୁ ଅଧିକ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story