ଟ୍ରକ୍‌କୁ ପିଟିଲା ବସ୍‌, ଚାଲିଗଲା ୧୪ ଜୀବନ

ଫିରୋଜାବାଦ: ଉତ୍ତର ପ୍ରଦେଶର ଫିରୋଜାବାଦରେ ଗତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍‌ୱେର ଭାଦନରେ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ପଛପଟୁ ବସ୍‌ ଧକ୍କା ଦେବା ଫଳରେ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୮ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଇଟାୱାସ୍ଥିତ ସାଇଫାଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ବୁଧବାର ରାତି ପ୍ରାୟ ୧୦ଟା ସମୟରେ ଏହି ଭୟାନକ ସଡ଼କ ଦୁର୍ଘଟଣା ଘଟିଛି। ସ୍ଲିପର୍‌ କୋଚ୍‌ ବସ୍‌ଟି ଦିଲ୍ଲୀରୁ ମୋତିହାରୀ(ବିହାର) […]

accident--1

accident--1

Niharika Rout
  • Published: Thursday, 13 February 2020
  • Updated: 13 February 2020, 08:40 AM IST

Sports

Latest News

ଫିରୋଜାବାଦ: ଉତ୍ତର ପ୍ରଦେଶର ଫିରୋଜାବାଦରେ ଗତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍‌ୱେର ଭାଦନରେ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ପଛପଟୁ ବସ୍‌ ଧକ୍କା ଦେବା ଫଳରେ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୮ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଇଟାୱାସ୍ଥିତ ସାଇଫାଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

ବୁଧବାର ରାତି ପ୍ରାୟ ୧୦ଟା ସମୟରେ ଏହି ଭୟାନକ ସଡ଼କ ଦୁର୍ଘଟଣା ଘଟିଛି। ସ୍ଲିପର୍‌ କୋଚ୍‌ ବସ୍‌ଟି ଦିଲ୍ଲୀରୁ ମୋତିହାରୀ(ବିହାର) ଅଭିମୁଖେ ଯାଉଥିଲା। ହେଲେ ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍‌ୱେର ଭାଦନରେ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ  ଟ୍ରକ୍‌କୁ ବସ୍‌ଟି ପଛପଟୁ ଧକ୍କା ଦେଇଥିଲା। ଦୁର୍ଘଟଣାଟି ଏତେ ଜୋରରେ ଥିଲା ଯେ ବସ୍‌ର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଭାବରେ କ୍ଷତିଗ୍ରସ୍ତ ହୋଇଛି।

ବସ୍‌ରେ ୪୦-୪୫ ଜଣ ଯାତ୍ରୀ ଥିଲେ ବୋଲି ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ  ୩୦ରୁ ଊର୍ଦ୍ଧ୍ୱ ଆହତଙ୍କୁ ସାଇଫାଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୮ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଦୁର୍ଘଟଣାର ସଠିକ୍‌ କାରଣ ଜଣା ପଡ଼ି ନ ଥିଲେ ମଧ୍ୟ ବସ୍‌ ଚାଳକଙ୍କ ଆଖି ଲାଗିଯିବାରୁ ଏପରି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା କୁହାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story