ତେଲ ଟ୍ୟାଙ୍କରରେ ବିସ୍ଫୋରଣ, ୧୪୦ ମୃତ, ୧୦୦ ଆହତ

ଇସଲାମବାଦ: ପାକିସ୍ତାନର ବହୱାଲପୁରରେ ତେଲ ଟ୍ୟାଙ୍କରରେ ବିସ୍ଫୋରଣ ଘଟି ୧୪୦ ଜଣ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତ୍ୟୁ  ସଂଖ୍ୟା ବୃଦ୍ଧି ହେବ ବୋଲି ଆଶଙ୍କା କରାଯାଉଛି। ପାକିସ୍ତାନର ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,ପାକିସ୍ତାନର ବହୱାଲପୁରର ଜାତୀୟ ରାଜପଥରେ ତେଲ ଟ୍ୟାଙ୍କରଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ବିସ୍ଫୋରଣ ଘଟିଥିଲା। ଏହି ଦୁର୍ଘଟଣା ଆଜି ସକାଳେ ଘଟିଥିଲା।

tribune

tribune

Rakesh Mallick
  • Published: Sunday, 25 June 2017
  • Updated: 25 June 2017, 01:40 PM IST

Sports

Latest News

ଇସଲାମବାଦ: ପାକିସ୍ତାନର ବହୱାଲପୁରରେ ତେଲ ଟ୍ୟାଙ୍କରରେ ବିସ୍ଫୋରଣ ଘଟି ୧୪୦ ଜଣ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତ୍ୟୁ  ସଂଖ୍ୟା ବୃଦ୍ଧି ହେବ ବୋଲି ଆଶଙ୍କା କରାଯାଉଛି।

ପାକିସ୍ତାନର ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,ପାକିସ୍ତାନର ବହୱାଲପୁରର ଜାତୀୟ ରାଜପଥରେ ତେଲ ଟ୍ୟାଙ୍କରଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ବିସ୍ଫୋରଣ ଘଟିଥିଲା। ଏହି ଦୁର୍ଘଟଣା ଆଜି ସକାଳେ ଘଟିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos