ଯମୁନା ନଦୀରେ ଡଙ୍ଗା ବୁଡ଼ି ୨୨ ମୃତ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ବାଘପତ ଜିଲ୍ଲାର ଯମୁନା ନଦୀରେ ଡଙ୍ଗା ବୁଡ଼ି୨୨ ଜଣଙ୍କ ମୃତ୍ୟୁ ଘଟିଛି। ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ୧୨ ଜଣଙ୍କୁ ଉଦ୍ଧାର କରିଛନ୍ତି। ପୋଲିସ ଓ ଏନ୍‌ଡିଆରଏଫ୍‌ ଟିମ୍‌ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଆଜି ସକାଳେ ପ୍ରାୟ ୬୦ ଜଣ ଯାତ୍ରୀଙ୍କୁ ନେଇ ଡଙ୍ଗାଟି ହରିୟାଣା ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲା। କ୍ଷମତାଠାରୁ ଅଧିକ ଯାତ୍ରୀ ଡଙ୍ଗାରେ ଥିବା କାରଣରୁ ଏହା ବୁଡ଼ି ଯାଇଥିବା କୁହାଯାଉଛି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ […]

Rakesh Mallick
  • Published: Thursday, 14 September 2017
  • Updated: 14 September 2017, 01:00 PM IST

ଲକ୍ଷ୍ନୌ: ଉତ୍ତରପ୍ରଦେଶ ବାଘପତ ଜିଲ୍ଲାର ଯମୁନା ନଦୀରେ ଡଙ୍ଗା ବୁଡ଼ି୨୨ ଜଣଙ୍କ ମୃତ୍ୟୁ ଘଟିଛି। ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ୧୨ ଜଣଙ୍କୁ ଉଦ୍ଧାର କରିଛନ୍ତି। ପୋଲିସ ଓ ଏନ୍‌ଡିଆରଏଫ୍‌ ଟିମ୍‌ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଆଜି ସକାଳେ ପ୍ରାୟ ୬୦ ଜଣ ଯାତ୍ରୀଙ୍କୁ ନେଇ ଡଙ୍ଗାଟି ହରିୟାଣା ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲା।

କ୍ଷମତାଠାରୁ ଅଧିକ ଯାତ୍ରୀ ଡଙ୍ଗାରେ ଥିବା କାରଣରୁ ଏହା ବୁଡ଼ି ଯାଇଥିବା କୁହାଯାଉଛି।

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଲେଖାଏଁ ଟଙ୍କାର ସହାୟତା ଘୋଷଣା କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story