ଜୋହାନ୍ସବର୍ଗ: ଦକ୍ଷିଣ ଆଫ୍ରିକାର ପୂର୍ବଞ୍ଚଳରେ ଥିବା ୱା-ଜୁଲୁ ନାଟାଲ ପ୍ରଦେଶରେ ଏକ ମିନିବସକୁ ଟ୍ରେନ ଧକ୍କା ଦେବାରୁ ୧୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ରୁ ଅଧିକ ଆହତ ହୋଇଛନ୍ତି। ମଙ୍ଗଳବାର ସକାଳୁ ମିନିବସଟି ରେଳବ୍ରିଜକୁ ଅତିକ୍ରମ କରୁଥିବା ବେଳେ କୌଣସି କାରଣରୁ ବସର ଚକାଟି ଟ୍ରେନଟ୍ରାକରୁ ବାହାରି ପାରି ନ ଥିଲା। ସେହି ସମୟରେ ୱା-ଜୁଲୁ ନାଟାଲ ସହର ଅଭିମୁଖେ ଯାଉଥିବା ଏକ ଟ୍ରେନ ମିନିବସକୁ ଧକା ଦେଇଥିଲା। ବସଟି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଟ୍ରେନଟିର ସମ୍ମୁଖ ଭାଗ କ୍ଷତିଗ୍ରସ୍ତ ହୋଇଛି। ଘଟଣାସ୍ଥଳରେ ସ୍ଥାନୀୟ ପ୍ରଶାସନ ଓ ମେଡିକାଲ ଟିମ ପହଞ୍ଚି ଉଦ୍ଧାରକାର୍ଯ୍ୟ ଜାରି ରଖିଛି। ଗୁରୁତର ଆହତ ହୋଇଥିବା ୬ ଜଣଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।
National
୨୬ରେ ଶପଥ ନେବେ ହେମନ୍ତ ସୋରେନ୍
ଆଜି ଅପରାହ୍ନ ୪ଟାରେ ହେମନ୍ତ ସୋରେନ୍ ରାଜଭବନ ଯାଇ ରାଜ୍ୟପାଳଙ୍କୁ ନିଜ ଇସ୍ତଫାପତ୍ର ଦେବେ। ଏହା ପରେ ପୁନର୍ବାର ସରକାର ଗଠନ ପାଇଁ ଦାବି କରିବେ।