ଭୟଙ୍କର ସଡ଼କ ଦୁର୍ଘଟଣା, ୧୬ ମୃତ

ଯୋଧପୁର: ରାଜସ୍ଥାନରେ ଆଜି ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ବୋଲେରୋ ଓ ମିନି ବସ୍‌ ପରସ୍ପର ସହ ମୁହାଁମୁହିଁ ଧକ୍କା ହେବାରୁ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ଶିଶୁ, ୮ ଜଣ ପୁରୁଷ ଓ ୭ ଜଣ ମହିଳା ରହିଛନ୍ତି। ଦୁର୍ଘଟଣାରେ ୮ ଜଣ ଗୁରୁତର ଆହତ ହୋଇଛନ୍ତି। ତେଣୁ ଆଗକୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା କରାଯାଉଛି। ମିନି ବସ୍‌ଟି ଝାନୱର ଅଭିମୁଖେ ଯାଉଥିଲା। ଏହି ସମୟରେ ବିପରୀତ ଦିଗରୁ […]

sa

sa

Hemant Lenka
  • Published: Friday, 27 September 2019
  • Updated: 27 September 2019, 05:08 PM IST

Sports

Latest News

ଯୋଧପୁର: ରାଜସ୍ଥାନରେ ଆଜି ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ବୋଲେରୋ ଓ ମିନି ବସ୍‌ ପରସ୍ପର ସହ ମୁହାଁମୁହିଁ ଧକ୍କା ହେବାରୁ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ଶିଶୁ, ୮ ଜଣ ପୁରୁଷ ଓ ୭ ଜଣ ମହିଳା ରହିଛନ୍ତି। ଦୁର୍ଘଟଣାରେ ୮ ଜଣ ଗୁରୁତର ଆହତ ହୋଇଛନ୍ତି। ତେଣୁ ଆଗକୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା କରାଯାଉଛି।

ମିନି ବସ୍‌ଟି ଝାନୱର ଅଭିମୁଖେ ଯାଉଥିଲା। ଏହି ସମୟରେ ବିପରୀତ ଦିଗରୁ ଏକ ବୋଲେର ଗାଡ଼ି ଆସୁଥିଲା। ତେବେ ହଠାତ୍‌ ଯୋଧପୁର-ଜୈସଲମେର ଜାତୀୟ ରାଜପଥ ନିକଟ ବାଲେସର ଠାରେ ମିନି ବସ୍‌ର ଟାୟାର ଫାଟି ଯାଇଥିଲା। ଫଳରେ ଏହା ବୋଲେରୋଟିକୁ ସାମ୍ନା ପଟୁ ଧକ୍କା ଦେଇଥିଲା। ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ବୋଲେରୋଟି ସଂପୂର୍ଣ୍ଣ ଭାବେ ଚୂରମାର ହୋଇଯାଇଥିଲା।

ସେହିପରି ବସ୍‌ଟି ମଧ୍ୟ ରାସ୍ତାରେ ଓଲଟି ପଡ଼ିଥିଲା। ସ୍ଥାନୀୟ ଲୋକମାନେ ଆହତଙ୍କୁ ନିକଟସ୍ଥ ହସ୍ପିଟାଲକୁ ନେଇଥିଲେ। ତେବେ ସେଠାରେ ଡାକ୍ତର ୧୬ ଜଣଙ୍କୁ ମୃତ ଘୋଷଣା କରିଥିଲେ। ଆହତଙ୍କୁ ଯୋଧପୁର ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story