ସୁଦାନରେ ୧୮ ଭାରତୀୟ ମୃତ

ଖାରାତୌମ୍‌: ସୁଦାନର ଏକ ସେରାମିକ୍‌ ଫ୍ୟାକ୍ଟ୍ରିରେ ହୋଇଥିବା ବିସ୍ଫୋରଣରେ ୧୮ ଜଣ ଭାରତୀୟଙ୍କର ମୃତ୍ୟୁ ହୋଇଥିବା ଭାରତୀୟ ଦୂତାବାସ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ୧୩୦ ଜଣ ଆହତ ହୋଇଛନ୍ତି। ତେବେ ମୋଟ ୨୩ ମୃତକଙ୍କ ମଧ୍ୟରୁ ୧୮ ଜଣ ଭାରତୀୟ ବୋଲି କୁହାଯାଇଛି। ମଙ୍ଗଳବାର ରାଜଧାନୀ ଖାରାତୌମ୍‌ଠାରେ ଘଟିଥିବା ଏହି ଘଟଣାରେ ସୀଲା ସେରାମିକ୍‌ ନାମକ ଏକ ଫ୍ୟାକ୍ଟ୍ରିରେ ଏହି ଅଘଟଣ ଘଟିଥିଲା। ଏଥିରେ ୧୬ ଜଣ ଭାରତୀୟ ନିଖୋଜ ହୋଇଥିବା ନେଇ ପ୍ରଥମେ ସୂଚନା […]

sudan

sudan

Subrat Kumar Nayak
  • Published: Wednesday, 04 December 2019
  • Updated: 04 December 2019, 05:59 PM IST

Sports

Latest News

ଖାରାତୌମ୍‌: ସୁଦାନର ଏକ ସେରାମିକ୍‌ ଫ୍ୟାକ୍ଟ୍ରିରେ ହୋଇଥିବା ବିସ୍ଫୋରଣରେ ୧୮ ଜଣ ଭାରତୀୟଙ୍କର ମୃତ୍ୟୁ ହୋଇଥିବା ଭାରତୀୟ ଦୂତାବାସ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ୧୩୦ ଜଣ ଆହତ ହୋଇଛନ୍ତି। ତେବେ ମୋଟ ୨୩ ମୃତକଙ୍କ ମଧ୍ୟରୁ ୧୮ ଜଣ ଭାରତୀୟ ବୋଲି କୁହାଯାଇଛି।

ମଙ୍ଗଳବାର ରାଜଧାନୀ ଖାରାତୌମ୍‌ଠାରେ ଘଟିଥିବା ଏହି ଘଟଣାରେ ସୀଲା ସେରାମିକ୍‌ ନାମକ ଏକ ଫ୍ୟାକ୍ଟ୍ରିରେ ଏହି ଅଘଟଣ ଘଟିଥିଲା। ଏଥିରେ ୧୬ ଜଣ ଭାରତୀୟ ନିଖୋଜ ହୋଇଥିବା ନେଇ ପ୍ରଥମେ ସୂଚନା ମିଳିଥିଲା। ଏହାପରେ ଯଦିଓ ବିଧିବଦ୍ଧ ଘୋଷଣା ହୋଇନି ବର୍ତ୍ତମାନ ଯାଏ ଜଣା ପଡ଼ିଛି ୧୮ ଜଣ ଭାରତୀୟ ଏଥିରେ ପ୍ରାଣ ହରାଇଛନ୍ତି।
https://twitter.com/DrSJaishankar/status/1202189828395274240
ଏନେଇ କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ମଧ୍ୟ ସୂଚନା ଦେଇଛନ୍ତି। ସେ ଏନେଇ ଦୁଃଖ ପ୍ରକାଶ କରିବା ସହ ଜାରି କରାଯାଇଥିବା ହଟ୍‌ଲାଇନ୍‌ ବାବଦରେ ଜଣାଇଛନ୍ତି। ସେ ଶ୍ରମିକ ଏବଂ ସେମାନଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story