ଦୋଷୀ ସାବ୍ୟସ୍ତ ହେବା ପରେ କଂଗ୍ରେସ ଛାଡ଼ିଲେ ସଜ୍ଜନ୍‌

ନୂଆଦିଲ୍ଲୀ: ୧୯୮୪ ଶିଖ୍‌ ଦଙ୍ଗାରେ ଦୋଷୀ ସାବ୍ୟସ୍ତ ହେବାପରେ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ସଜ୍ଜନ୍‌ କୁମାର। ସେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଛନ୍ତି। ସୋମବାର ଦିଲ୍ଲୀ ହାଇକୋର୍ଟ ସଜ୍ଜନ୍‌ଙ୍କୁ ୧୯୮୪ ଶିଖ୍ ଦଙ୍ଗା ମାମଲରେ ଦୋଷୀ ସାବ୍ୟସ୍ତ କରିବା ସହିତ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। କିନ୍ତୁ ସେ ଦୋଷୀ ସାବ୍ୟସ୍ତ ହେବାପରେ ମଧ୍ୟ କଂଗ୍ରେସ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନଥିଲା। ଆଜି […]

inc

inc

Subrat Kumar Nayak
  • Published: Tuesday, 18 December 2018
  • Updated: 18 December 2018, 01:33 PM IST

Sports

Latest News

ନୂଆଦିଲ୍ଲୀ: ୧୯୮୪ ଶିଖ୍‌ ଦଙ୍ଗାରେ ଦୋଷୀ ସାବ୍ୟସ୍ତ ହେବାପରେ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ସଜ୍ଜନ୍‌ କୁମାର। ସେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଛନ୍ତି।

ସୋମବାର ଦିଲ୍ଲୀ ହାଇକୋର୍ଟ ସଜ୍ଜନ୍‌ଙ୍କୁ ୧୯୮୪ ଶିଖ୍ ଦଙ୍ଗା ମାମଲରେ ଦୋଷୀ ସାବ୍ୟସ୍ତ କରିବା ସହିତ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। କିନ୍ତୁ ସେ ଦୋଷୀ ସାବ୍ୟସ୍ତ ହେବାପରେ ମଧ୍ୟ କଂଗ୍ରେସ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନଥିଲା।

ଆଜି ସେ ଦେଇଥିବା ଇସ୍ତଫା ପତ୍ରରେ ଲେଖିଛନ୍ତି, “ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ ମୋ ବିରୋଧରେ ଦିଆଯାଇଥିବା ରାୟ ଆଧାରରେ ମୁଁ ଭାରତୀୟ ଜାତୀୟ କଂଗ୍ରେସର ପ୍ରାଥମିକତା ସଦସ୍ୟ ପଦବୀରୁ ଇସ୍ତଫା ଦେଉଛି।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story