ସୀମାରେ ପାକ୍‌ର ଗୁଳିବର୍ଷା, ୨ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ

ଶ୍ରୀନଗର: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲ୍ଲା ନିକଟ ଅନ୍ତର୍ଜାତୀୟ ନିୟନ୍ତ୍ରଣ ରେଖାରେ ଆଜି ପାକିସ୍ତାନ ପକ୍ଷରୁ ଭାରତୀୟ ସେନା ଆଉଟ ପୋଷ୍ଟ ଓ ସୀମାନ୍ତ ଗାଁ ଗୁଡ଼ିକୁ ଟାର୍ଗେଟ କରି ଗୁଳିମାଡ଼ କରାଯାଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୨ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ପାକ ଗୁଳିମାଡ଼ରେ ସୀମାନ୍ତ ଗାଁର ଏକାଧିକ ଘର କ୍ଷତିଗ୍ରସ୍ତ ହୋଇଥିବା ଖବର ରହିଛି। ଭାରତୀୟ ସେନା ଏହାର ଜବାବ ଦେବାରୁ ଉଭୟ […]

jk

jk

Hemant Lenka
  • Published: Tuesday, 03 December 2019
  • Updated: 03 December 2019, 06:02 PM IST

Sports

Latest News

ଶ୍ରୀନଗର: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲ୍ଲା ନିକଟ ଅନ୍ତର୍ଜାତୀୟ ନିୟନ୍ତ୍ରଣ ରେଖାରେ ଆଜି ପାକିସ୍ତାନ ପକ୍ଷରୁ ଭାରତୀୟ ସେନା ଆଉଟ ପୋଷ୍ଟ ଓ ସୀମାନ୍ତ ଗାଁ ଗୁଡ଼ିକୁ ଟାର୍ଗେଟ କରି ଗୁଳିମାଡ଼ କରାଯାଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୨ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୬ ଜଣ ଗୁରୁତର ଆହତ ହୋଇଛନ୍ତି।

ପାକ ଗୁଳିମାଡ଼ରେ ସୀମାନ୍ତ ଗାଁର ଏକାଧିକ ଘର କ୍ଷତିଗ୍ରସ୍ତ ହୋଇଥିବା ଖବର ରହିଛି। ଭାରତୀୟ ସେନା ଏହାର ଜବାବ ଦେବାରୁ ଉଭୟ ପକ୍ଷଙ୍କ ମଧ୍ୟରେ ପ୍ରବଳ ଗୁଳି ବିନିମୟ ଜାରି ରହିଛି।

ସେନା ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆଜି ଅପରାହ୍ଣ ପ୍ରାୟ ୨.୩୦ରେ ପାକିସ୍ତାନ ସେନା ଶାହପୁର ଓ କିରିନ ସେକ୍ଟର ନିକଟରେ ଅସ୍ତ୍ରବିରତି ଉଲ୍ଲଙ୍ଘନ କରି ଗୁଳିମାଡ଼ କରିଥିଲା। ପାକ୍ ପକ୍ଷରୁ ସୀମାବର୍ତ୍ତି ଗାଁ ଗୁଡ଼ିକ ଉପରକୁ ସ୍ୱଂୟଚାଳିତ ବନ୍ଧୁକ ଓ ମୋର୍ଟାର ମାଡ଼ କରାଯାଇଥିଲା।

ଏଥିରେ ସ୍ଥାନୀୟ ଅଞ୍ଚଳର ଦୁଇ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ମୋର୍ଟାର ମାଡ଼ରେ ଆହତ ଅନ୍ୟ ୬ ଜଣଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଭାରତୀୟ ସେନା ଏବେ ଏହାର ଦୃଢ଼ ଜବାବ ଦେଉଥିବା ସେନା ପକ୍ଷରୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story