୨ ଯବାନ ସହିଦ, ଜଣେ ନକ୍ସଲ ନିହତ

ବିଜାପୁର: ଛତିଶଗଡ଼ର ନକ୍ସଲ ପ୍ରବଣ ବିଜାପୁରରେ ଆଜି ମାଓବଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ପ୍ରବଳ ଗୁଳି ବିନିମୟ ହୋଇଛି। ଏଥିରେ ସିଆରପିଏଫ୍‌ କୋବ୍ରା ବାଟାଲିୟନର ୨ ଜଣ ଯବାନ ସହିଦ ହୋଇଥିବା ବେଳେ ପାଲଟା ଆକ୍ରମଣରେ ଜଣେ ନକ୍ସଲ ନିହତ ହୋଇଛି। ଆଜି ସକାଳେ ସିଆରପିଏଫ ଯବାନଙ୍କ ପକ୍ଷରୁ ଇରାପାଲ୍ଲି ଗାଁରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଏହି ସମୟରେ ସେଠାରେ ଲୁଚି ରହିଥିବା ମାଓବାଦୀମାନେ ସୁରକ୍ଷାକର୍ମୀଙ୍କୁ ଦେଖିବା କ୍ଷଣି ଗୁଳି ମାଡ଼ କରିଥିଲେ। ସୁରକ୍ଷାକର୍ମୀଙ୍କ ପକ୍ଷରୁ […]

e

e

Hemant Lenka
  • Published: Monday, 10 February 2020
  • Updated: 10 February 2020, 03:04 PM IST

Sports

Latest News

ବିଜାପୁର: ଛତିଶଗଡ଼ର ନକ୍ସଲ ପ୍ରବଣ ବିଜାପୁରରେ ଆଜି ମାଓବଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ପ୍ରବଳ ଗୁଳି ବିନିମୟ ହୋଇଛି। ଏଥିରେ ସିଆରପିଏଫ୍‌ କୋବ୍ରା ବାଟାଲିୟନର ୨ ଜଣ ଯବାନ ସହିଦ ହୋଇଥିବା ବେଳେ ପାଲଟା ଆକ୍ରମଣରେ ଜଣେ ନକ୍ସଲ ନିହତ ହୋଇଛି।

ଆଜି ସକାଳେ ସିଆରପିଏଫ ଯବାନଙ୍କ ପକ୍ଷରୁ ଇରାପାଲ୍ଲି ଗାଁରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଏହି ସମୟରେ ସେଠାରେ ଲୁଚି ରହିଥିବା ମାଓବାଦୀମାନେ ସୁରକ୍ଷାକର୍ମୀଙ୍କୁ ଦେଖିବା କ୍ଷଣି ଗୁଳି ମାଡ଼ କରିଥିଲେ। ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଧ୍ୟ ଏହାର ଜବାବ ଦିଆଯାଇଥିଲା।

ଦୀର୍ଘ ସମୟ ଧରି ଚାଲିଥିବା ଏହି ଗୁଳି ବିନିମୟରେ କୋବ୍ରା ବାହିନୀର ୨୦୪ ବାଟାଲିୟନରେ କାର୍ଯ୍ୟ କରୁଥିବା ୨ ଜଣ ଯବାନ ସହିଦ ହୋଇଥିଲେ। ସେହିପରି ଆଉ ୪ ଜଣ ଯବାନଙ୍କ ଦେହରେ ଗୁଳି ବାଜିଛି। ସେମାନଙ୍କୁ ନିକଟସ୍ଥ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

ଅନ୍ୟପକ୍ଷରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ନକ୍ସଲ ନିହତ ହୋଇଛି। ତେବେ ଅନ୍ୟମାନେ ସେଠାରୁ ଖସି ଯିବାକୁ ସକ୍ଷମ ହୋଇଛନ୍ତି। ଫେରାର ନକ୍ସଲଙ୍କୁ ଧରିବା ପାଇଁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ବଡ଼ଧରଣର ସର୍ଚ୍ଚ ଅପରେସନ ଆରମ୍ଭ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story