ପୁଲୱାମାରେ ଗଡ଼ିଲା ୨ ଆତଙ୍କୀଙ୍କ ମୁଣ୍ଡ

ପୁଲୱାମା: ଦକ୍ଷିଣ କଶ୍ମୀରରେ ପୁଣିଥରେ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ପୁଲୱାମା ଜିଲ୍ଲାରେ ଘଟିଥିବା ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ହକ୍ରିପୁରାରେ କିଛି ଆତଙ୍କୀ ଲୁଚିଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରରେସନ ଆରମ୍ଭ ହୋଇଥିଲା। ଏହି ଅପରେସନରେ ଜମ୍ମୁ-କଶ୍ମୀର ପୁଲିସ୍‌ର ସ୍ପେଶାଲ ଅପରେସନ ଗ୍ରୁପ, ସିଆରପିଏଫ ଓ ଆର୍ମିର ଯବାନମାନେ ସାମିଲ ହୋଇଥିଲେ। ପୂରା ଗାଁକୁ କର୍ଡନ କରି ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ କରିବାକୁ କୁହାଯାଇଥିଲା। ହେଲେ ଏହାର ଜବାବ […]

dfg

dfg

Hemant Lenka
  • Published: Tuesday, 20 October 2020
  • Updated: 20 October 2020, 08:17 PM IST

Sports

Latest News

ପୁଲୱାମା: ଦକ୍ଷିଣ କଶ୍ମୀରରେ ପୁଣିଥରେ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ପୁଲୱାମା ଜିଲ୍ଲାରେ ଘଟିଥିବା ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ହକ୍ରିପୁରାରେ କିଛି ଆତଙ୍କୀ ଲୁଚିଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରରେସନ ଆରମ୍ଭ ହୋଇଥିଲା।

ଏହି ଅପରେସନରେ ଜମ୍ମୁ-କଶ୍ମୀର ପୁଲିସ୍‌ର ସ୍ପେଶାଲ ଅପରେସନ ଗ୍ରୁପ, ସିଆରପିଏଫ ଓ ଆର୍ମିର ଯବାନମାନେ ସାମିଲ ହୋଇଥିଲେ। ପୂରା ଗାଁକୁ କର୍ଡନ କରି ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ କରିବାକୁ କୁହାଯାଇଥିଲା। ହେଲେ ଏହାର ଜବାବ ସେମାନେ ଗୁଳିରେ ଦେଇଥିଲେ। ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଧ୍ୟ ଏହାର କଡ଼ା ଜବାବ ଦିଆଯାଇଥିଲା। ଦୀର୍ଘ ସମୟ ଧରି ଚାଲିଥିବା ଏହି ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।

ଏହା ପୂର୍ବରୁ ସୋମବାର ସନ୍ଧ୍ୟାରେ ଦକ୍ଷିଣ କଶ୍ମୀରର ଶୋପିଆନରେ ହୋଇଥିବା ଏନକାଉଣ୍ଟରରେ ୨ ଜଣ ଆତଙ୍କୀ ନିହତ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story