ନୂଆଦିଲ୍ଲୀ: ରେଳ ମନ୍ତ୍ରାଳୟର ଆଉ ଦୁଇ ଜଣ ଅଫିସର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହି ଦୁଇ ଆକ୍ରାନ୍ତଙ୍କୁ ମିଶାଇଲେ ରେଳ ମନ୍ତ୍ରାଳୟର ମୋଟ୍ ୧୧ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।
ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଜୁନ୍ ୧ରେ ରେଳ ମନ୍ତ୍ରାଳୟର ତୃତୀୟ ମହଲାକୁ ଯାଇଥିଲେ। ଅନ୍ୟଜଣେ ରେଲଓ୍ୱେ ବୋର୍ଡ ବୈଠକରେ ମେ’ ୨୧ରେ ଯୋଗଲ ଦେଇଥିବା ରେଳ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ସମ୍ପର୍କରେ ଆସିଥିବା ୪ ଅଫିସରଙ୍କୁ ଏବେ ଘରେ କ୍ୱାରେଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିବା ସୂଚନା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କଂଗ୍ରେସର ବଡ଼ ପ୍ରତିଶ୍ରୁତି: ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା
ଯଦି କଂଗ୍ରେସ ୧୫ ବର୍ଷର ବନବାସ ପରେ ଦିଲ୍ଲୀରେ କ୍ଷମତାକୁ ଫେରିବ, ତା’ହେଲେ ସମସ୍ତ ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା।
National
ମହାୟୁତିରେ ଫାଟ! ଦିଲ୍ଲୀରେ ଏକା ଲଢ଼ିବ ଏନ୍ସିପି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ।
National
ଶାହଙ୍କୁ ଟାର୍ଗେଟ୍, କେଜ୍ରିଓ୍ୱାଲ କହିଲେ- ବିଜେପି ସତ୍ତାକୁ ଆସିଲେ ଲୋପ ପାଇଯିବ ବସ୍ତି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ଭୋଟିଂ ହେବ। ୮ ତାରିଖରେ ଭୋଟ୍ ଗଣତି ହେବ।
National
ଏନ୍କାଉଣ୍ଟର, ଟଳିଲେ ୩ ନକ୍ସଲ
ଏହି ଏନକାଉଣ୍ଟରରେ DVCM ସ୍ତରର ନକ୍ସଲମାନଙ୍କୁ ହତ୍ୟା କରାଯାଇଥିବା ଖବର ରହିଛି।