ଜାମ୍ମୁ ଓ କାଶ୍ମୀର ବାନ୍ଦିପୋରାରେ ଏନକାଉଣ୍ଟର: ୨ ଆତଙ୍କବାଦୀ ନିହତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଜାମ୍ମୁ ଓ କାଶ୍ମୀର ବାନ୍ଦିପୋରାରେ ସେନାର ଏନକାଉଣ୍ଟର। ୨ ଆତଙ୍କବାଦୀ ନିହତ ହୋଇଥିବା ବେଳେ ୨ ଯବାନ ସହିଦ ହୋଇଛନ୍ତି। ହିଜାନ ଅଞ୍ଚଳରେ ୮ ଆତଙ୍କବାଦୀ ଲୁଚିଥିବା ଖବର ପାଇ ଆଜି ସକାଳେ ସେନା ଓ କାଶ୍ମୀର ପୋଲିସ ପକ୍ଷରୁ ମିଳିତ ଚଢ଼ାଉ ହୋଇଥିଲା। ଆତଙ୍କବାଦୀଙ୍କ ପକ୍ଷରୁ ଗୁଳିମାଡ଼ରେ ୨ ଯବାନ ସହିଦ ହୋଇଥିଲେ। ପରେ ସେନା ପକ୍ଷରୁ ପ୍ରତି ଜବାବ ଦିଆଯାଇଥିଲା ଯେଉଁଥିରେ ୨ ଆତଙ୍କବାଦୀ ନିହତ ହୋଇଥିଲେ।

One milltant killed during muldari  encounter in handwara photo/ firdous khan

Rakesh Mallick
  • Published: Wednesday, 11 October 2017
  • Updated: 11 October 2017, 04:04 PM IST

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story