୩ ସୁରକ୍ଷାକର୍ମୀଙ୍କୁ ସହିଦ କରିଥିବା ୨ ଆତଙ୍କୀ ସଫା

ବାରମୁଲ୍ଲା: ଜମ୍ମୁ-କଶ୍ମୀରର ବାରମୁଲ୍ଲାରେ ଆଜି ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୩ ଜଣ ସୁରକ୍ଷାକର୍ମୀ ସହିଦ ହୋଇଥିବା ବେଳେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ବାରମୁଲ୍ଲାର କ୍ରେରି ଅଞ୍ଚଳରେ ଆତଙ୍କବାଦୀମାନେ ସିଆରପିଏଫ ଯବାନ ଓ ଜମ୍ମୁ-କଶ୍ମୀର ପୁଲିସ୍‌ର ମିଳିତ ପ୍ୟାଟ୍ରୋଲିଂ ଟିମ୍‌ ଉପରେ ଆକ୍ରମଣ କରିଥିଲେ। ଏଥିରେ ୨ ଜଣ ଯବାନ ଓ ଜଣେ ପୁଲିସ୍‌ କର୍ମଚାରୀ ସହିଦ ହୋଇଥିଲେ। ଏହାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପୂରା ଅଞ୍ଚଳକୁ କର୍ଡନ କରି ସର୍ଚ୍ଚ ଅପରେସନ […]

di

di

Hemant Lenka
  • Published: Monday, 17 August 2020
  • Updated: 17 August 2020, 08:28 PM IST

Sports

Latest News

ବାରମୁଲ୍ଲା: ଜମ୍ମୁ-କଶ୍ମୀରର ବାରମୁଲ୍ଲାରେ ଆଜି ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୩ ଜଣ ସୁରକ୍ଷାକର୍ମୀ ସହିଦ ହୋଇଥିବା ବେଳେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ବାରମୁଲ୍ଲାର କ୍ରେରି ଅଞ୍ଚଳରେ ଆତଙ୍କବାଦୀମାନେ ସିଆରପିଏଫ ଯବାନ ଓ ଜମ୍ମୁ-କଶ୍ମୀର ପୁଲିସ୍‌ର ମିଳିତ ପ୍ୟାଟ୍ରୋଲିଂ ଟିମ୍‌ ଉପରେ ଆକ୍ରମଣ କରିଥିଲେ। ଏଥିରେ ୨ ଜଣ ଯବାନ ଓ ଜଣେ ପୁଲିସ୍‌ କର୍ମଚାରୀ ସହିଦ ହୋଇଥିଲେ।

ଏହାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପୂରା ଅଞ୍ଚଳକୁ କର୍ଡନ କରି ସର୍ଚ୍ଚ ଅପରେସନ ଜାରି ରହିଥିଲା। ବର୍ତ୍ତମାନ ସୁଦ୍ଧା ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ମୃତ ଆତଙ୍କବାଦୀଙ୍କ ନିକଟରୁ ଗୋଟିଏ ଏକେ ୪୭ ଓ ୨ଟି ପିସ୍ତଲ ଜବତ କରାଯାଇଛି। ଏବେ ବି କିଛି ଆତଙ୍କୀ ଲୁଚି ରହିଥିବାରୁ ସର୍ଚ୍ଚ ଅପରେସନ ଜୋରଦାର କରାଯାଇଛି।

ସେନାର ସୂଚନା ଅନୁଯାୟୀ, ବାରମୁଲ୍ଲାର କ୍ରେରି ଅଞ୍ଚଳରେ ସିଆରପିଏଫ ଓ ଜମ୍ମୁ-କଶ୍ମୀର ପୁଲିସ୍‌ର ନାକା ଉପରେ ଆତଙ୍କବାଦୀମାନେ ଅତର୍କିତ ଭାବେ ଆକ୍ରମଣ କରିଥିଲେ। ଘଟଣା ପରେ ପୂରା ଅଞ୍ଚଳକୁ କର୍ଡନ କରାଯାଇ ସର୍ଚ୍ଚ ଅପରେସନ ଜୋରଦାର କରାଯାଇଛି। ଘଟଣା ସ୍ଥଳରେ ଜମ୍ମୁ-କଶ୍ମୀର ପୁଲିସ୍‌ର ସ୍ପେଶାଲ ଅଫିସର ପ୍ରାଣ ହରାଇଥିଲେ ଗୁରୁତର ଆହତ ଦୁଇ ସିଆରପିଏଫ ଯବାନଙ୍କୁ ହସ୍ପିଟାଲ ନିଆଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କର ମୃତ୍ୟୁ ଘଟିଛି। ଏହି ଆକ୍ରମଣ ପଛରେ ପାକିସ୍ତାନରେ ସକ୍ରିୟ ଲସ୍କର-ଇ-ତୋଏବାର ହାତ ରହିଥିବା ସନ୍ଦେହ କରାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story