ଶୁକ୍ରବାର ରାତିରୁ ଆରମ୍ଭ ହୋଇଥିବା ଏନକାଉଣ୍ଟର ଶେଷ, ୨ ଆତଙ୍କୀ ଖତମ

ଶୋପିଆନ୍‌: ଜମ୍ମୁ-କଶ୍ମୀରର ଶୋପିଆନର କାନିଗାମ ଅଞ୍ଚଳରେ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ଏନକାଉଣ୍ଟର ଶେଷ ହୋଇଛି। ଏଥିରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ ସେମାନଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଏନକାଉଣ୍ଟର ଶେଷ ହୋଇଥିଲେ ହେଁ ସର୍ଚ୍ଚ ଅପରେସନ ଜାରି ରହିଛି। ଶୁକ୍ରବାର କାନିଗାମରେ ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ଏହି ଗୁଳି ବିନିମୟ ଆରମ୍ଭ ହୋଇଥିଲା। କାନିଗାମ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିଥିଲା। ଏହାପରେ ସୁରକ୍ଷାକର୍ମୀଙ୍କ […]

er

er

Hemant Lenka
  • Published: Saturday, 26 December 2020
  • Updated: 26 December 2020, 01:35 PM IST

Sports

Latest News

ଶୋପିଆନ୍‌: ଜମ୍ମୁ-କଶ୍ମୀରର ଶୋପିଆନର କାନିଗାମ ଅଞ୍ଚଳରେ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ଏନକାଉଣ୍ଟର ଶେଷ ହୋଇଛି। ଏଥିରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ ସେମାନଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଏନକାଉଣ୍ଟର ଶେଷ ହୋଇଥିଲେ ହେଁ ସର୍ଚ୍ଚ ଅପରେସନ ଜାରି ରହିଛି। ଶୁକ୍ରବାର କାନିଗାମରେ ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ଏହି ଗୁଳି ବିନିମୟ ଆରମ୍ଭ ହୋଇଥିଲା।

କାନିଗାମ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିଥିଲା। ଏହାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ। ଆତଙ୍କବାଦୀମାନେ ଲୁଚିଥିବା ଅଞ୍ଚଳକୁ କର୍ଡନ କରି ସୁରକ୍ଷାକର୍ମୀମାନେ ପ୍ରଥମେ ସେମାନଙ୍କୁ ଆତ୍ମସମର୍ପଣ କରିବାକୁ କହିଥିଲେ।

ହେଲେ ଏହାର ଜବାବ ସେମାନେ ଗୁଳିରେ ଦେଇଥିଲେ। ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଧ୍ୟ ଏହାର କଡ଼ା ଜବାବ ଦିଆଯାଇଥିଲା। ଦୀର୍ଘ ସମୟ ଧରି ଚାଲି ଥିବା ଗୁଳି ବିନିମୟ ଆଜି ଶେଷ ହୋଇଥିଲା। ଏହାପରେ ବି ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନ ଜାରି ରଖିଥିଲେ। ସର୍ଚ୍ଚ ଅପରେସନ ବେଳେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଥିଲା। ସେମାନଙ୍କ ଶବକୁ ମଧ୍ୟ ଜବତ କରାଯାଇଛି।

ଆଉ ୨ରୁ ୩ ଜଣ ଆତଙ୍କୀ ସ୍ଥାନୀୟ ଅଞ୍ଚଳରେ ଲୁଚିଥିବା ସନ୍ଦେହରେ ସର୍ଚ୍ଚ ଅପରେସନ ଜାରି ରହିଛି। ଏନକାଉଣ୍ଟର ବେଳେ ଦୁଇ ଜଣ ଯବାନ ମଧ୍ୟ ଆହତ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story