ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପଶ୍ଚିମବଙ୍ଗର ମେଦିନୀପୁର ଜିଲ୍ଲାରେ ଆୟୋଜିତ ହୋଇଥିବା କୃଷକ ରାଲିରେ ଭାଷଣ ଦେଉଥିବା ସମୟରେ ଟେଣ୍ଟ୍ର କିଛି ଅଂଶ ଭାଙ୍ଗିଯାଇଛି। ଏହା ଯୋଗୁ ସେଠାରେ ଉପସ୍ଥିତ ଥିବା ୨୦ ଜଣ ଲୋକ ଆହତ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ଏଥିରେ ପ୍ରଧାନମନ୍ତ୍ରୀଙ୍କର କୌଣସି କ୍ଷତି ହୋଇ ନ ଥିବା ଜଣାପଡ଼ିଛି। ଆହତ ଲୋକଙ୍କୁ ହସ୍ପିଟାଲ୍ ଯାଇ ପ୍ରଧାନମନ୍ତ୍ରୀ ସାକ୍ଷାତ କରିଛନ୍ତି ଏବଂ ସେମାନଙ୍କୁ ସାନ୍ତ୍ୱନା ଦେଇ କହିଛନ୍ତି, "ଚିନ୍ତା କରନ୍ତୁ ନାହିଁ, ଆପଣମାନେ ଠିକ୍ ହୋଇଯିବେ।" ତେବେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏପରି ଦୁର୍ଘଟଣା ଘଟିବା ପରେ ତାଙ୍କ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଅସନ୍ତୋଷ ଝାଡ଼ିଥିବା ବିଧାୟକଙ୍କୁ ନୂଆ ଆସନରେ ଟିକେଟ ଦେଲା ବିଜେପି
୦୨୦ରେ ମୋହନ ସିଂହ କରୱାଲା ଆସନରୁ ବିଜୟୀ ହୋଇଥିଲେ। ଏଥର କିନ୍ତୁ ବିଜେପି କରୱାଲ ଆସନରେ ଆପ୍ରୁ ଆସିଥିବା ବିବାଦୀୟ ନେତା କପିଲ ମିଶ୍ରାଙ୍କୁ ଟିକେଟ ଦେଇଛି।
National
ପାଇଖାନା ସଫା କଲେ ଛାତ୍ରୀ, ନିଲମ୍ବିତ ହେଲେ ପ୍ରିନ୍ସିପାଲ
କେତେବେଳେ ସେମାନଙ୍କୁ ପାଇଖାନା ସଫା କରିବାକୁ କୁହାଯାଏ ତ ଆଉ କେତେ ବେଳେ ପାଣି ଦେବାକୁ କୁହାଯାଏ। ଅନେକ ସମୟରେ ପିଲାମାନେ ସ୍କୁଲ ପରିସରକୁ ମଧ୍ୟ ସଫା କରନ୍ତି।
Politics
ବଡ଼ ଭୁଲ: କପିଲ ମିଶ୍ରାଙ୍କୁ ଟିକେଟ ମିଳିବା ପରେ ଅସନ୍ତୋଷ ଝାଡ଼ିଲେ ବିଜେପି ବିଧାୟକ
ମୋହନ ସିଂହଙ୍କ ବଦଳରେ ୨୦୨୫ ବିଧାନସଭା ନିର୍ବାଚନରେ କରୱାଲ ନଗର ଆସନରୁ କପିଲ ମିଶ୍ରା ବିଜେପି ଟିକେଟରେ ଲଢ଼ିବେ। ଦଳର ଏପରି ପଦକ୍ଷେପକୁ ବଡ଼ ତ୍ରୁଟି ବୋଲି ମୋହନ ସିଂହ କହିଛନ୍ତି।
Politics
କଂଗ୍ରେସର ବଡ଼ ପ୍ରତିଶ୍ରୁତି: ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା
ଯଦି କଂଗ୍ରେସ ୧୫ ବର୍ଷର ବନବାସ ପରେ ଦିଲ୍ଲୀରେ କ୍ଷମତାକୁ ଫେରିବ, ତା’ହେଲେ ସମସ୍ତ ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା।
National
ମହାୟୁତିରେ ଫାଟ! ଦିଲ୍ଲୀରେ ଏକା ଲଢ଼ିବ ଏନ୍ସିପି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ।