ଅହମ୍ମଦାବାଦ: ବହୁ ଚର୍ଚ୍ଚିତ ଅହମ୍ମଦାବାଦ ବିଏମଡବ୍ୟୁ ହିଟ୍ ଏଣ୍ଡ ରନ୍ ମାମଲାର ଅଭିଯୁକ୍ତ ବିସ୍ମୟ ଶାହାକୁ ୫ ବର୍ଷ ଜେଲ ଦଣ୍ଡ ଶୁଣାଇଛନ୍ତି କୋର୍ଟ। ବିଚାରପତି ପିଏମ୍ ପଟେଲ୍ ପୀଡିତଙ୍କ ପକ୍ଷରୁ ଦାୟର କରାଯାଇଥିବା ଅଭିଯୋଗ ଶୁଣିବା ପରେ ଏହି ରାୟ ଶୁଣାଇଛନ୍ତି। ଏହି ମାମଲାର ସାକ୍ଷୀଙ୍କୁ ବୟାନ ପରିବର୍ତ୍ତନକୁ ନେଇ ନୋଟିସ୍ ଜାରି କରିଛନ୍ତି କୋର୍ଟ । ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କା ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ୨୦ ହଜାର ଟଙ୍କା ଜୋରିମାନା ଦେବାକୁ କୋର୍ଟ କହିଛନ୍ତି।
ସୂଚନାଯୋଗ୍ୟ, ବିସ୍ମୟ ୨୩ ଫେବୃଆରୀ ୨୦୧୩ରେ ବସ୍ତାପୁର ସ୍ଥିତ ଲାଡ୍ ସୋସାଇଟି ନିକଟରେ ବିଏମଡବ୍ୟୁ କାରରେ ଆସୁଥିବା ସମୟରେ ଦୁଇ ବାଇକ୍ ଆରୋହୀଙ୍କୁ ଧକ୍କା ଦେଇଥିଲେ। ଘଟଣାସ୍ଥଳରେ ଶିବମ୍ ଦେବ ଓ ରାହୁଲ ପଟେଲଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ ବିସ୍ମୟ ଫେରାର ହୋଇଯାଇଥିଲେ। କିଛି ପରେ ବିସ୍ମୟ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିଲେ । ବିସ୍ମୟ ଏକ ବର୍ଷ ଜେଲରେ ରହିସାରିଛନ୍ତି । ବର୍ତ୍ତମାନ ସେ ଜାମିନରେ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Politics
ବିଜେପିର ରମେଶ ବିଧୁରୀଙ୍କୁ କାହିଁକି ଆଗୁଆ ଶୁଭେଚ୍ଛା ଜଣାଇଲେ କେଜ୍ରିୱାଲ?
ଆପର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲ ବିଜେପିକୁ କଟାକ୍ଷ କରିଛନ୍ତି। ସେ ବିଜେପିର ରମେଶ ବିଧୁରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
National
ଆସାମ ଖଣିରୁ ମିଳିଲା ଆଉ ୩ ଶ୍ରମିକଙ୍କ ମୃତଦେହ, ଏବେ ବି ୫ ଜଣଙ୍କ ପତ୍ତା ମିଳୁନି
୩୧୦ ଫୁଟ ଗଭୀରରେ ଖନନ ଚାଲିଥିବା ସମୟରେ ଏହା ଭିତରେ ହଠାତ ବନ୍ୟାଜଳ ପଶି ଯାଇଥିଲା। ଖଣି ଭିତରେ ଫସି ଯାଇଥିଲେ ୯ ଜଣ ଶ୍ରମିକ।