ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୭,୩୩୬ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୨୯୩ ଜଣ କରୋନାରେ ସଂକ୍ରମିତ ହୋଇଥିବା ବେଳେ ୭୧ ଜଣଙ୍କର ମୃତ୍ୟୁ ଘଟିଛି। ପ୍ରଥମ ଥର ପାଇଁ ଏତେ ସଂଖ୍ୟା ଲୋକ ଗୋଟିଏ ଦିନରେ ଆକ୍ରାନ୍ତ ହୋଇଛନ୍ତି, ଯାହା ଏଯାବତ ସର୍ବାଧିକ ବୋଲି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି।
https://twitter.com/ANI/status/1256425228353310725
ଦେଶରେ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୬,୧୬୭ ଜଣ ଚିକିତ୍ସାଧୀନ ଥିବା ବେଳେ ୯,୯୫୦ ଜଣ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ଓ ୧୨୧୮ ଜଣଙ୍କର ମୃତ୍ୟୁ ଘଟିଛି। ଆଜି ପୁଣେରେ ଜଣେ ୬୮ ବର୍ଷୀୟ ବ୍ୟକ୍ତିଙ୍କର କରୋନାରେ ମୃତ୍ୟୁ ଘଟିଛି। ଏହି ମୃତକଙ୍କୁ ମିଶାଇଲେ ପୁଣେରେ କରୋନା ମୃତକଙ୍କ ସଂଖ୍ୟା ଶହେ ଛୁଇଁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।