ନେପାଳ: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୨୪ ମୃତ, ୩୧ ଆହତ

କାଠମାଣ୍ଡୁ: ପୂର୍ବ ନେପାଳରେ ମଙ୍ଗଳବାର ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାର ସମ୍ମୁଖିନ ହେବାରୁ ୨୪ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୧ ଜଣ ଗୁରୁତର ଆହତ ହୋଇଛନ୍ତି। ବସ୍‌ଟି ଖୋଟାଙ୍ଗରୁ ବାର୍ଖେତାରକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ମୃତକଙ୍କ ମଧ୍ୟରେ ୧୭ଜଣ ପୁରୁଷ ଓ ୭ ଜଣ ମହିଳା ଅଛନ୍ତି। ବସ୍‌ରେ ୫୦ରୁ ଅଧିକ ଯାତ୍ରୀ ଥିଲେ। ଗୁରତର ଆଘାତ ଓ ମୃତକଙ୍କୁ ହେଲିକପ୍ଟର ଯୋଗେ କାଠମାଣ୍ଡୁ ଅଣାଯାଇଛି।

24 killed in Nepal road accident

24 killed in Nepal road accident

Rakesh Mallick
  • Published: Tuesday, 12 April 2016
  • Updated: 04 May 2017, 03:44 PM IST

Sports

Latest News

କାଠମାଣ୍ଡୁ: ପୂର୍ବ ନେପାଳରେ ମଙ୍ଗଳବାର ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାର ସମ୍ମୁଖିନ ହେବାରୁ ୨୪ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୧ ଜଣ ଗୁରୁତର ଆହତ ହୋଇଛନ୍ତି। ବସ୍‌ଟି ଖୋଟାଙ୍ଗରୁ ବାର୍ଖେତାରକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ମୃତକଙ୍କ ମଧ୍ୟରେ ୧୭ଜଣ ପୁରୁଷ ଓ ୭ ଜଣ ମହିଳା ଅଛନ୍ତି। ବସ୍‌ରେ ୫୦ରୁ ଅଧିକ ଯାତ୍ରୀ ଥିଲେ। ଗୁରତର ଆଘାତ ଓ ମୃତକଙ୍କୁ ହେଲିକପ୍ଟର ଯୋଗେ କାଠମାଣ୍ଡୁ ଅଣାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos