ମୁମ୍ବାଇ: କରୋନା ଯୋଗୁ ମହାରାଷ୍ଟ୍ର ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ଅଧିକ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସାଧାରଣ ଲୋକଙ୍କୁ ମୁମ୍ବାଇରେ ସୁରକ୍ଷା ଯୋଗାଇ ଦେବାକୁ ମୁତୟନ ହୋଇଥିବା ୨୫୦ ଜଣ ପୁଲିସ୍ କରୋନାରେ ଆକ୍ରାନ୍ତ ହୋଇଥିବା ସହରର କମିଶନର ପରମବୀର ସିଂହ ସୂଚନା ଦେଇଛନ୍ତି।
ଏହି ୨୫୦ ଜଣ କର୍ମଚାରୀଙ୍କ ମଧ୍ୟରୁ ଖୁବ କମ ସଦସ୍ୟଙ୍କର କରୋନା ଲକ୍ଷଣ ଦେଖାଯାଇଥିଲା। ଅନ୍ୟମାନେ ପୂରା ସୁସ୍ଥ ଥିଲେ। ତଥାପି ସେମାନଙ୍କ ରିପୋର୍ଟ ପଜିଟିଭ ଆସିଛି। କିନ୍ତୁ କୌଣସି ବି ପୁଲିସ୍ କର୍ମଚାରୀ ଆଇସିୟୁରେ ନାହାନ୍ତି ବୋଲି ସେ କହିଛନ୍ତି।
ଏହାପୂର୍ବରୁ ମୁମ୍ବାଇ ପୁଲିସ୍ର ୩ ଜଣ କର୍ମଚାରୀ କରୋନାରେ ପ୍ରାଣ ହରାଇଥିଲେ। ଏହି କାରଣରୁ ୫୫ ବର୍ଷ ବୟସ୍କ କର୍ମଚାରୀଙ୍କୁ ଦରମାଯୁକ୍ତ ଛୁଟିରେ ପଠାଇ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।