ମୁମ୍ବାଇ: ୨୬/୧୧ ମୁମ୍ବାଇ ଆକ୍ରମଣର ଷଡ଼ଯନ୍ତ୍ର ରଚିଥିବା ଆତଙ୍କବାଦୀ ଅବ ଜୁନ୍ଦଲ ସମେତ ୧୧ ଜଣଙ୍କୁ ଆଜି ମୁମ୍ବାଇର ସ୍ପେଶାଲ ମକୋକା କୋର୍ଟ ଦୋଷୀ ସ୍ୟାବସ୍ତ କରିଛନ୍ତି। କୋର୍ଟ ଏହି ମାମଲାରେ ଅନ୍ୟ ୧୦ ଜଣଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।
କୋର୍ଟରେ ଦାଖଲ କରାଯାଇଥିବା ପ୍ରମାଣ ଅନୁଯାୟୀ ୨୬/୧୧ ଆକ୍ରମଣରେ ବ୍ୟବହାର କରାଯାଇଥିବା ଅସ୍ତ୍ରଶସ୍ତ୍ର ପାକିସ୍ତାନରୁ ଆସିଥିଲା। ଏହି ଅସ୍ତ୍ରଶସ୍ତ୍ର ଜରିଆରେ ଅଭିଯୁକ୍ତମାନେ ଗୋର୍ଦ୍ଧା ଦଙ୍ଗାର ପ୍ରତିଶୋଧ ନେବାକୁ ଚାହୁଁ ଥିଲେ।
କୋର୍ଟ ତାଙ୍କ ରାୟରେ କହିଛନ୍ତି, ପାକିସ୍ତାନରୁ ଆସିଥିବା ଅସ୍ତ୍ରଶସ୍ତ୍ର ମାଧ୍ୟମରେ ଆତଙ୍କବାଦୀମାନେ ଦେଶର ଶାନ୍ତି ଭାଙ୍ଗିବାକୁ ଚେଷ୍ଟା କରିଥିଲେ। ଏହାସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପ୍ରବୀଣ ତୋଗାଡିୟାଙ୍କୁ ହତ୍ୟା କରିବାକୁ ଯୋଜନା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଜାମା ମସଜିଦ ସର୍ଭେ ସ୍ଥଗିତ ରଖିଲେ ସୁପ୍ରିମକୋର୍ଟ
ଉତ୍ତରପ୍ରଦେଶ ଜାମା ମସଜିଦ ସର୍ଭେକୁ ନେଇ ପାଞ୍ଚ ଜଣକ ମୃତ୍ୟୁ ପରେ ଟ୍ରାଏଲ କୋର୍ଟଙ୍କ କାର୍ଯ୍ୟାନୁଷ୍ଠାନକୁ ସ୍ଥଗିତ ରଖିଛନ୍ତି ସର୍ବୋଚ୍ଚ ଅଦାଲତ।
Viral
ଖେଳୁ ଖେଳୁ କ୍ରିକେଟର ମୃତ, କ୍ୟାମେରାରେ ଦୃଶ୍ୟ କଏଦ
ପଡ଼ିଆରେ ଖେଳୁଥିବା ବେଳେ ଜଣେ ୩୫ ବର୍ଷୀୟ ଯୁବକଙ୍କ ଜୀବନ ଚାଲିଯାଇଛି।
Crime
ଅଶ୍ଳୀଳ ଭିଡିଓ ମାମଲା; ରାଜ କୁନ୍ଦ୍ରାଙ୍କ ଘର ଓ ଅଫିସରେ ED ଚଢାଉ
ମୋବାଇଲ ଆପ୍ ଜରିଆରେ ଅଶ୍ଳୀଳ କଣ୍ଟେଣ୍ଟ ତିଆରି ଏବଂ ବିତରଣ କରିବା ମାମଲାରେ ଚଢାଉ।
National
ଶାହଙ୍କ ଘରେ ମାରାଥନ୍ ବୈଠକ ପରେ ଫେରିଲେ ସିନ୍ଦେ, କହିଲେ...
ମହାରାଷ୍ଟ୍ରରେ ମହାୟୁତି ମେଣ୍ଟ ଖୁବଶୀଘ୍ର ସରକାର ଗଠନ ପ୍ରକ୍ରିୟା ଶେଷ କରିବ। ତେବେ କିଏ ହେବ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ସେ ନେଇ ଆନୁଷ୍ଠାନିକ ଭାବେ କିଛି ଘୋଷଣା ହୋଇନି।
National
ମଶାଲ ଶୋଭାଯାତ୍ରା ବେଳେ ଅଘଟଣ; ନିଆଁ ଲାଗି ୫୦ ଗୁରୁତର
ଜଳୁଥିବା ମଶାଲରୁ ତେଳ ପଡ଼ିବା ହେତୁ ତାହା ହୁତୁହୁତୁ ହୋଇ ଜଳିଲା ଓ ଆଖି ପିଛୁଳାକେ ନିଆଁ ଚାରିଆଡ଼େ ବ୍ୟାପିଗଲା। ଏପରି ଏକ ଅଘଟଣରେ ପ୍ରାୟ ୫୦ରୁ ଲୋକ ଗୁରୁତର ହୋଇଛନ୍ତି।