ମୁମ୍ୱାଇ: ମହାରାଷ୍ଟ୍ରରେ ନିରନ୍ତର ଭାବରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ୨,୬୮୨ ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାକି ଏଯାବତ ଗୋଟିଏ ଦିନରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ତୁଳନାରେ ସର୍ବାଧିକ। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ୬୨,୨୨୮ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ଏବେ ମୋଟ୍ ୩୩,୧୨୪ ଜଣ ଚିକିତ୍ସାଧୀନ ରହିଛନ୍ତି।
https://twitter.com/PTI_News/status/1266379646452416512
ସେହିପରି ୨୪ ଘଣ୍ଟା ମଧ୍ୟରେ ୮,୩୮୧ ଜଣ ଆକ୍ରାନ୍ତ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ୨୬,୯୯୭ ଜଣ ଆରୋଗ୍ୟ ହୋଇଥିବା ସୂଚନା ରହିଛି। ସେହିପରି ଆଜି ଗୋଟିଏ ଦିନରେ ୧୧୬ ଜଣଙ୍କର ମୃତ୍ୟୁ ଘଟିଛି। ନୂଆ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୨,୦୯୮ ଛୁଇଁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।