ରାଞ୍ଚି: ଏନକାଉଣ୍ଟର ବେଳେ ନିପାତ ହୋଇଛନ୍ତି ତିନି ମାଓବାଦୀ। ଗୁରୁବାର ଝାଡ଼ଖଣ୍ଡ ପଶ୍ଚିମ ସିଙ୍ଗଭୂମ ଜିଲ୍ଲାରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏହି ସମୟରେ ତିନି ମାଓବାଦୀ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ନିପାତ ହୋଇଛନ୍ତି।
ପଶ୍ଚିମ ସିଙ୍ଗଭୂମ ଜିଲ୍ଲାର ତାଇବୋ ଥାନାରେ ଥିବା ଜଙ୍ଗଲରେ ଏହି ଗୁଳି ବିନିମୟ ହୋଇଥିଲା ବୋଲି ପୁଲିସ୍ କହିଛି। ମୃତ ୩ ମାଓବାଦୀଙ୍କ ମଧ୍ୟରେ ଜଣେ ସ୍ଥାନୀୟ ଅଞ୍ଚଳର କମାଣ୍ଡର ଥିଲା ବୋଲି ଜଣାପଡ଼ିଛି। ଜଣେ ଆହତ ମାଓବାଦୀକୁ ପୁଲିସ ଗିରଫ କରିଥିବା ସୂଚନା ରହିଛି।
ଏବେ ସଂପୃକ୍ତ ସ୍ଥାନରେ ସର୍ଚ୍ଚ ଅପରେସନ ଚାଲିଥିବା ସୂଚନା ରହିଛି। ପୁଲିସ୍ ଏକ୪୭ ବନ୍ଧୁକ ଏବଂ ଅନ୍ୟାନ୍ୟ ମାରଣାସ୍ତ୍ର ଜବତ କରିଛି। ଏବେ ଝାଡ଼ଖଣ୍ଡର ୨୪ଟି ଜିଲ୍ଲାରୁ ୧୮ଟି ଜିଲ୍ଲାରେ ମାଓବାଦୀ ସକ୍ରିୟ ରହିଥିବା ସୂଚନା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବଡ଼ ଭୁଲ: କପିଲ ମିଶ୍ରାଙ୍କୁ ଟିକେଟ ମିଳିବା ପରେ ଅସନ୍ତୋଷ ଝାଡ଼ିଲେ ବିଜେପି ବିଧାୟକ
ମୋହନ ସିଂହଙ୍କ ବଦଳରେ ୨୦୨୫ ବିଧାନସଭା ନିର୍ବାଚନରେ କରୱାଲ ନଗର ଆସନରୁ କପିଲ ମିଶ୍ରା ବିଜେପି ଟିକେଟରେ ଲଢ଼ିବେ। ଦଳର ଏପରି ପଦକ୍ଷେପକୁ ବଡ଼ ତ୍ରୁଟି ବୋଲି ମୋହନ ସିଂହ କହିଛନ୍ତି।
Politics
କଂଗ୍ରେସର ବଡ଼ ପ୍ରତିଶ୍ରୁତି: ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା
ଯଦି କଂଗ୍ରେସ ୧୫ ବର୍ଷର ବନବାସ ପରେ ଦିଲ୍ଲୀରେ କ୍ଷମତାକୁ ଫେରିବ, ତା’ହେଲେ ସମସ୍ତ ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା।
National
ମହାୟୁତିରେ ଫାଟ! ଦିଲ୍ଲୀରେ ଏକା ଲଢ଼ିବ ଏନ୍ସିପି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ।
National
ଶାହଙ୍କୁ ଟାର୍ଗେଟ୍, କେଜ୍ରିଓ୍ୱାଲ କହିଲେ- ବିଜେପି ସତ୍ତାକୁ ଆସିଲେ ଲୋପ ପାଇଯିବ ବସ୍ତି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ଭୋଟିଂ ହେବ। ୮ ତାରିଖରେ ଭୋଟ୍ ଗଣତି ହେବ।