୩ ଆତଙ୍କୀ ସଫା, ଯବାନ ସହିଦ

ପୁଲୱାମା: ପୁଣିଥରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଜମ୍ମୁ-କଶ୍ମୀରର ପୁଲୱାମାରେ ଆଜି ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ତେବେ ଆତଙ୍କୀଙ୍କ ସହ ଲଢ଼େଇ କରିବା ବେଳେ ଜଣେ ଯବାନ ମଧ୍ୟ ସହିଦ ହୋଇଯାଇଛନ୍ତି। ଗତକାଲି ଶୋପିଆନ ଏନକାଉଣ୍ଟରରେ ୪ ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଆତ୍ମସମର୍ପଣ କରିଥିଲା। ପୁଲୱାମାର ଝାଦୋରା ଗାଁରେ କିଛି ଆତଙ୍କୀ ଲୁଚି ରହିଥିବା ରାତି ପ୍ରାୟ ୧ଟା ବେଳେ ଖବର ମିଳିଥିଲା। ଏହାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ […]

d

d

Hemant Lenka
  • Published: Saturday, 29 August 2020
  • Updated: 29 August 2020, 02:20 PM IST

Sports

Latest News

ପୁଲୱାମା: ପୁଣିଥରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଜମ୍ମୁ-କଶ୍ମୀରର ପୁଲୱାମାରେ ଆଜି ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ତେବେ ଆତଙ୍କୀଙ୍କ ସହ ଲଢ଼େଇ କରିବା ବେଳେ ଜଣେ ଯବାନ ମଧ୍ୟ ସହିଦ ହୋଇଯାଇଛନ୍ତି। ଗତକାଲି ଶୋପିଆନ ଏନକାଉଣ୍ଟରରେ ୪ ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଆତ୍ମସମର୍ପଣ କରିଥିଲା।

ପୁଲୱାମାର ଝାଦୋରା ଗାଁରେ କିଛି ଆତଙ୍କୀ ଲୁଚି ରହିଥିବା ରାତି ପ୍ରାୟ ୧ଟା ବେଳେ ଖବର ମିଳିଥିଲା। ଏହାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଥିଲା। ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କୁ ଦେଖି ଗୁଳି ଚଳାଇବା ଆରମ୍ଭ କରିଥିଲେ। ଦୀର୍ଘ ସମୟ ଧରି ଚାଲିଥିବା ଗୁଳିବିନିମୟରେ ୩ ଜଣ ଆତଙ୍କୀ ନିହତ ହୋଇଛନ୍ତି।

ସେହିପରି ଆତଙ୍କୀଙ୍କ ଗୁଳିରେ ଜଣେ ଯବାନ ଆହତ ହୋଇଥିଲେ। ତାଙ୍କୁ ହସ୍ପିଟାଲ ନିଆଯାଇଥିଲେ ହେଁ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ଆତଙ୍କବାଦୀଙ୍କ ଠାରୁ ଗୋଟିଏ ଏକେ-୪୭ ବନ୍ଧୁକ, ୨ଟି ପିସ୍ତଲ ଓ ଏକାଧିକ ବିସ୍ଫୋରକ ସାମଗ୍ରୀ ମିଳିଛି। ଏବେ ବି ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଥିବା ସେନା ପକ୍ଷରୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story