ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଆତଙ୍କୀ

ଶ୍ରୀନଗର: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ସୁରକ୍ଷାକର୍ମୀଙ୍କ ସହ ଏନକାଉଣ୍ଟରରେ ୩ ଜଣ କୁଖ୍ୟାତ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ନିକଟରୁ ବିପୁଳ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି। ଏବେ ବି ସ୍ଥାନୀୟ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବାରୁ ସର୍ଚ୍ଚ ଅପରେସନ ଜାରି ରହିଛି। ମିଳିଥିବା ସୂଚନା ଅନୁଯାୟୀ, ଅବନ୍ତିପୁରାର ତ୍ରାଲ ଅନ୍ତର୍ଗତ ମାନଡୋରାରେ କିଛି ଆତଙ୍କବାଦୀ ଲୁଚି ଥିବା ଖବର ମିଳିଥିଲା। ଏହାପରେ ଜମ୍ମୁ-କଶ୍ମୀର ପୁଲିସ୍‌ ଓ ସିଆରପିଏଫ ଯବାନଙ୍କ […]

fe

fe

Hemant Lenka
  • Published: Friday, 29 January 2021
  • Updated: 29 January 2021, 06:23 PM IST

Sports

Latest News

ଶ୍ରୀନଗର: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ସୁରକ୍ଷାକର୍ମୀଙ୍କ ସହ ଏନକାଉଣ୍ଟରରେ ୩ ଜଣ କୁଖ୍ୟାତ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ନିକଟରୁ ବିପୁଳ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି। ଏବେ ବି ସ୍ଥାନୀୟ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବାରୁ ସର୍ଚ୍ଚ ଅପରେସନ ଜାରି ରହିଛି।

ମିଳିଥିବା ସୂଚନା ଅନୁଯାୟୀ, ଅବନ୍ତିପୁରାର ତ୍ରାଲ ଅନ୍ତର୍ଗତ ମାନଡୋରାରେ କିଛି ଆତଙ୍କବାଦୀ ଲୁଚି ଥିବା ଖବର ମିଳିଥିଲା। ଏହାପରେ ଜମ୍ମୁ-କଶ୍ମୀର ପୁଲିସ୍‌ ଓ ସିଆରପିଏଫ ଯବାନଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଆତଙ୍କବାଦୀମାନେ ଲୁଚି ଥିବା ସ୍ଥାନରେ ସୁରକ୍ଷାକର୍ମୀମାନେ ପହଞ୍ଚି ଆତ୍ମସମର୍ପଣ କରିବାକୁ କହିଥିଲେ।

ହେଲେ ଏହାର ଜବାବ ସେମାନେ ଗୁଳିରେ ଦେଇଥିଲେ। ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଧ୍ୟ ଏହାର ପାଲଟା ଜବାବ ଦିଆଯାଇଥିଲା। ଦୀର୍ଘ ସମୟ ଧରି ଚାଲିଥିବା ଏହି ଗୁଳି ବିନିୟମରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏବେ ଏନକାଉଣ୍ଟର ଚାଲିଥିବାରୁ ଘଟଣା ସମ୍ପର୍କରେ ବିସ୍ତୃତ ତଥ୍ୟ ମିଳିପାରି ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story