ଭୋପାଲ: ମଧ୍ୟପ୍ରଦେଶ ନିୱାରୀ ଜିଲ୍ଲାର ପୃଥ୍ୱୀପୁର ଅଞ୍ଚଳରେ ଗତକାଲି ସକାଳେ ଏକ ୩ ବର୍ଷର ଶିଶୁ ଏକ ବୋରୱେଲରେ ଖସି ପଡ଼ିଛି। ଶିଶୁଟି ଖସିପଡ଼ିବାର ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ବିତିଯାଇଥିବା ବେଳେ ତାକୁ ବଞ୍ଚାଇବା ପାଇଁ ପ୍ରଶାସନ ତରଫରୁ ଚାଲିଛି ରେସକ୍ୟୁ ଅପରେସନ।
ଶିଶୁଟିକୁ ସୁରକ୍ଷିତ ଭାବେ ଉଦ୍ଧାର ପାଇଁ ଆରମ୍ଭ ହୋଇଥିବା ଅପରେସନରେ ସେନା ଓ SDRF ଟିମ୍ ନିୟୋଜିତ ହୋଇଛନ୍ତି । ଜେସିବି ମେସିନ ଲଗାଇ ବୋରୱେଲ ସଂଲଗ୍ନ ଅଞ୍ଚଳରେ ଗାତ ଖୋଳାଯାଉଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଅଡୁଆରେ ମହାୟୁତି! ଶିବସେନା କହିଲା ଉପମୁଖ୍ୟମନ୍ତ୍ରୀ ପଦ ସ୍ୱୀକାର କରିବେନି ଏକନାଥ
ମହାରାଷ୍ଟ୍ରରେ ମହାୟୁତିର ବଡ଼ ବିଜୟ ପରେ ମଧ୍ୟ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଲାଗି ରହିଛି ଛକାପଞ୍ଝା।
National
ଲାଞ୍ଚ ଅଭିଯୋଗକୁ ଆଦାନୀ ଗ୍ରୁପ୍ର ଖଣ୍ଡନ, କହିଲା- ଏହା ସମ୍ପୂର୍ଣ୍ଣ ମିଥ୍ୟା
ଆଦାନୀ ଗ୍ରୀନ ଏନର୍ଜୀ ଏକ ବୟାନ ଜାରି ଲାଞ୍ଚ ଅଭିଯୋଗକୁ ନେଇ ନିଜ ସ୍ପଷ୍ଟୀକରଣ ରଖିଛି।
National
ଟ୍ରକ୍କୁ ଧକ୍କା ଦେଲା କାର୍, ଚାଲିଗଲା ୫ ଡାକ୍ତରଙ୍କ ଜୀବନ
ଏହି ଦୁର୍ଘଟଣାରେ ୫ ଡାକ୍ତରଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।