ବେରୁଟ୍: ଡମାସକସ୍ର ଉତ୍ତରପୂର୍ବ ଅଞ୍ଚଳରୁ ୩୦୦ଜଣ ସିମେଣ୍ଟ କର୍ମଚାରୀଙ୍କୁ ଗୁରୁବାର ଆଇଏସ୍ଆଇଏସ୍ ଆତଙ୍କବାଦୀମାନେ ଅପହରଣ ନେଇଛନ୍ତି। ଏହାକୁ ନେଇ ଅନ୍ତର୍ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି।
ମିଳିଥିବା ସୂଚନା ମୁତାବକ ଅଲ୍ ବାଡିଆ ସିମେଣ୍ଟ କାରାଖାନାରେ କାର୍ଯ୍ୟ କରୁଥିବା କାର୍ମଚାରୀ ଓ କଣ୍ଟ୍ରାକ୍ଟରଙ୍କୁ ପ୍ରଥମେ ନିଟସ୍ଥ ଏକ ସହରକୁ ଆତଙ୍କୀମାନେ ଡାକି ନେଇଥିଲେ। ଏହା ପରେ ସେମାନଙ୍କ ସହ ଯୋଗାଯୋଗ ହୋଇପାରୁନାହିଁ।
ସେମାନଙ୍କୁ ଉଦ୍ଧାର କରିବା ପାଇଁ ସେନା ପକ୍ଷରୁ ବିଭିନ୍ନ ସ୍ଥାନରେ ତଲାସୀ କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପତ୍ନୀଙ୍କ ସହ ପାଟିତୁଣ୍ଡ କରି ଘରେ ଲଗାଇ ଦେଲେ ନିଆଁ, ପାଉଁଶ ହେବା ଛିଡ଼ା ହୋଇ ରହିଲେ
ପତ୍ନୀଙ୍କ ସହ ପାଟିତୁଣ୍ଡ କରି ସେ ଘରର ଜିନିଷ ଭଙ୍ଗା ରୁଜା କରିବା ସହ ସେଥିରେ ନିଆଁ ଲଗାଇ ଦେଇଛନ୍ତି।
National
ଅଡୁଆରେ ମହାୟୁତି! ଶିବସେନା କହିଲା ଉପମୁଖ୍ୟମନ୍ତ୍ରୀ ପଦ ସ୍ୱୀକାର କରିବେନି ଏକନାଥ
ମହାରାଷ୍ଟ୍ରରେ ମହାୟୁତିର ବଡ଼ ବିଜୟ ପରେ ମଧ୍ୟ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଲାଗି ରହିଛି ଛକାପଞ୍ଝା।
National
ଲାଞ୍ଚ ଅଭିଯୋଗକୁ ଆଦାନୀ ଗ୍ରୁପ୍ର ଖଣ୍ଡନ, କହିଲା- ଏହା ସମ୍ପୂର୍ଣ୍ଣ ମିଥ୍ୟା
ଆଦାନୀ ଗ୍ରୀନ ଏନର୍ଜୀ ଏକ ବୟାନ ଜାରି ଲାଞ୍ଚ ଅଭିଯୋଗକୁ ନେଇ ନିଜ ସ୍ପଷ୍ଟୀକରଣ ରଖିଛି।
National
ଟ୍ରକ୍କୁ ଧକ୍କା ଦେଲା କାର୍, ଚାଲିଗଲା ୫ ଡାକ୍ତରଙ୍କ ଜୀବନ
ଏହି ଦୁର୍ଘଟଣାରେ ୫ ଡାକ୍ତରଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।