ଭୋପାଲ: ମଧ୍ୟପ୍ରଦେଶର କଂଗ୍ରେସର ୨୨ ବିଧାୟକ ଇସ୍ତଫା ଦେଇଛନ୍ତି। ଏହାପରେ ସଙ୍କଟରେ ପଡ଼ିଛି ମୁଖ୍ୟମନ୍ତ୍ରୀ କମଲ୍ ନାଥଙ୍କ ସରକାର। ଜ୍ୟୋତିରାଦିତ୍ୟ ସିନ୍ଧିଆ କଂଗ୍ରେସରୁ ଇସ୍ତଫା ଦେବା ପରେ ଏହି ସ୍ଥିତି ଉପୁଜିଛି।
ଏମିତି ସ୍ଥିତିରେ କଂଗ୍ରେସ ସରକାର ବଞ୍ଚାଇବାକୁ ଚେଷ୍ଟା କରୁଥିବା ବେଳେ ବିଜେପି ସରକାର ଗଠନ କରିବା ନେଇ ରଣକୌଶଳ ଆରମ୍ଭ କରିଛି। ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ କମଲ ନାଥ ତାଙ୍କ ବାସଭବନରେ ବିଧାୟକ ଦଳ ବୈଠକ କରିଥିଲେ। ଏଥିରେ ଦଳର ୮୮ ଜଣ ବିଧାୟକ ଯୋଗ ଦେଇଥିଲେ। ପାଖାପାଖି ୨ ଘଣ୍ଟା ଧରି ଏହି ବୈଠକ ହୋଇଥିଲା। ହେଲେ ଦଳର ୪ ଜଣ ବିଧାୟକ ଏଥିରେ ଅନୁପସ୍ଥିତ ରହିଥିଲେ। ତେଣୁ ଏମାନେ ବି ଉକ୍ତ ୨୨ ବିଧାୟକଙ୍କ ଭଳି ନିଷ୍ପତ୍ତି ନେଇ ପାରନ୍ତି ବୋଲି ଆଶଙ୍କା କରାଯାଉଛି। ଅନ୍ୟପକ୍ଷରେ ଏହି ବୈଠକରେ ୪ ଜଣ ସ୍ୱାଧୀନ ବିଧାୟକ ମଧ୍ୟ ସାମିଲ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଶାହଙ୍କୁ ଟାର୍ଗେଟ୍, କେଜ୍ରିଓ୍ୱାଲ କହିଲେ- ବିଜେପି ସତ୍ତାକୁ ଆସିଲେ ଲୋପ ପାଇଯିବ ବସ୍ତି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ଭୋଟିଂ ହେବ। ୮ ତାରିଖରେ ଭୋଟ୍ ଗଣତି ହେବ।
National
ଏନ୍କାଉଣ୍ଟର, ଟଳିଲେ ୩ ନକ୍ସଲ
ଏହି ଏନକାଉଣ୍ଟରରେ DVCM ସ୍ତରର ନକ୍ସଲମାନଙ୍କୁ ହତ୍ୟା କରାଯାଇଥିବା ଖବର ରହିଛି।
National
କାଲିଠୁ ମହାକୁମ୍ଭ ମେଳା, ଜମିଲାଣି ସାଧୁ ସନ୍ଥଙ୍କ ଭିଡ଼
ଦେଶର ସମସ୍ତ ପ୍ରମୁଖ ଆଖଡ଼ାରୁ ସାଧୁ ସନ୍ଥ ପହଞ୍ଚି ସାରିଲେଣି। ଆସନ୍ତାକାଲି ପୌଷ ପୂର୍ଣ୍ଣିମା ଓ ମକର ସଂକ୍ରାନ୍ତି। ଏହି ଦୁଇ ଦିନ ହେବ ସାହି ସ୍ନାନ।
National
୨୦ରେ ଟ୍ରମ୍ପଙ୍କ ଶପଥ, ଯୋଗ ଦେବେ ଜୟଶଙ୍କର
ଟ୍ରମ୍ପଙ୍କ ଶପଥ ସମାରୋହରେ ଭାରତ ପକ୍ଷରୁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଅଂଶଗ୍ରହଣ କରିବେ।