ନାଗପୁର: ମହାରାଷ୍ଟ୍ରର ନାଗପୁର ଡାକ୍ତରଖାନାରୁ ୫ ଜଣ କରୋନା ଆକ୍ରାନ୍ତ ଭୟରେ ଡାକ୍ତରଖାନା ଛାଡ଼ି ପଳାଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ଏହି ଘଟଣା ପରେ ସାରା ସହରରେ ହାଇ ଆଲର୍ଟ ଜାରି କରାଯାଇଛି। ରୋଗୀଙ୍କୁ ଖୋଜିବା ପାଇଁ ଛାନଭିନ୍ ଚାଲିଛି।
ନାଗପୁର ଇନ୍ଦିରାଗାନ୍ଧୀ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ କରୋନା ଆକ୍ରାନ୍ତ ୫ ଜଣ ରୋଗୀ ଲୁଚି ପଳାଇଛନ୍ତି। ଏହି ଖବର ଦେଇ ଜୋନାଲ ଡିସିପି ରାହୁଲ ମକନିକଟର କହିଛନ୍ତି, ପୋଲିସ ପକ୍ଷରୁ ହାଇ ଆଲର୍ଟ ଜାରି କରାଯାଇଛି। ପୁରା ସହରରେ ହାଇଆଲର୍ଟ ଜାରି କରାଯାଇଛି। ରୋଗୀଙ୍କ ବାବଦରେ କୌଣସି ଖୋଜ୍ ଖବର ମିଳିନାହିଁ।
ଏହି ପାଞ୍ଚ ଆକ୍ରାନ୍ତଙ୍କୁ ମିଶାଇ ମହାରାଷ୍ଟ୍ରରେ କରୋନାରେ ୧୭ ଜଣ ଆକ୍ରାନ୍ତ ହୋଇଛନ୍ତି। ସାରା ବିଶ୍ୱରେ ୫୦୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଲାଣି। ୧,୩୪ ୩୦୦ ଜଣ ଏଥିରେ ଆକ୍ରାନ୍ତ ହୋଇଛନ୍ତି। ଏପରିକି ଭାରତରେ ମଧ୍ୟ ୨ ଜଣଙ୍କର ମୃତ୍ୟୁ ଘଟିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମହାୟୁତିରେ ଫାଟ! ଦିଲ୍ଲୀରେ ଏକା ଲଢ଼ିବ ଏନ୍ସିପି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ।
National
ଶାହଙ୍କୁ ଟାର୍ଗେଟ୍, କେଜ୍ରିଓ୍ୱାଲ କହିଲେ- ବିଜେପି ସତ୍ତାକୁ ଆସିଲେ ଲୋପ ପାଇଯିବ ବସ୍ତି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ଭୋଟିଂ ହେବ। ୮ ତାରିଖରେ ଭୋଟ୍ ଗଣତି ହେବ।
National
ଏନ୍କାଉଣ୍ଟର, ଟଳିଲେ ୩ ନକ୍ସଲ
ଏହି ଏନକାଉଣ୍ଟରରେ DVCM ସ୍ତରର ନକ୍ସଲମାନଙ୍କୁ ହତ୍ୟା କରାଯାଇଥିବା ଖବର ରହିଛି।
National
କାଲିଠୁ ମହାକୁମ୍ଭ ମେଳା, ଜମିଲାଣି ସାଧୁ ସନ୍ଥଙ୍କ ଭିଡ଼
ଦେଶର ସମସ୍ତ ପ୍ରମୁଖ ଆଖଡ଼ାରୁ ସାଧୁ ସନ୍ଥ ପହଞ୍ଚି ସାରିଲେଣି। ଆସନ୍ତାକାଲି ପୌଷ ପୂର୍ଣ୍ଣିମା ଓ ମକର ସଂକ୍ରାନ୍ତି। ଏହି ଦୁଇ ଦିନ ହେବ ସାହି ସ୍ନାନ।