ଭୂସ୍ଖଳନରେ ୪ ତୀର୍ଥ ଯାତ୍ରୀ ମୃତ

ଶ୍ରୀନଗର: ଜାମ୍ମୁର କଟ୍ରା ଅଞ୍ଚଳରେ ଭୂସ୍ଖଳନ ହେବାରୁ ବୈଷ୍ଣୋଦେବୀଙ୍କୁ ଦର୍ଶନ କରିବାକୁ ଯାଇଥିବା ୪ ଜଣ ତୀର୍ଥ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୭ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏବେ ମଧ୍ୟ ଉଦ୍ଧାର କାର୍ଯ୍ୟ ଚାଲିଛି।

katra

Rakesh Mallick
  • Published: Saturday, 06 August 2016
  • , Updated: 06 August 2016, 04:07 PM IST

Related story