ବାଗଦାଦ୍: ଇରାକ୍ରେ ଥିବା ଆମେରିକାର ବାଲାଡ୍ ଏୟାର ବେସ୍ ଉପରେ ଲଗାତାର ରକେଟ୍ ମାଡ଼ରେ ୪ ଜଣ ଆହତ ହୋଇଛନ୍ତି। ଆମେରିକୀୟ ସେନା ରହୁଥିବା ରବିବାର ୭ଟି ମୋର୍ଟାର ବୋମା ଏହି ଏୟାର ବେସ୍ରେ ପଡ଼ିଥିଲା। ତେବେ କେହି ପ୍ରାଣ ହରାଇଥିବା ଏଯାଏ ଜଣାପଡ଼ିନାହିଁ।
ସାମରିକ ସୂତ୍ରରୁ ଜଣାପଡ଼ିଛି, ଏୟାରବେସ୍ର ରନ୍ୱରେ ବୋମା ପଡ଼ିଥିଲା। ଏହି ଏୟାରବେସ୍ ବାଗଦାଦ୍ରୁ ୮୦ କିଲୋମିଟର ଦୂରରେ ଅବସ୍ଥିତ। ପ୍ରାୟ ୪ ଜଣ ଇରାକୀ ଯବାନ ଆହତ ହୋଇଛନ୍ତି।
ଅଲ୍ ବାଲାଡ୍ ଏୟାର ବେସ୍ରେ ରହୁଥିବା ଆମେରିକାର ସିଂହଭାଗ ବାୟୁ ସେନା ଏହି ସ୍ଥାନ ଛାଡ଼ିଦେଇଛନ୍ତି। ସୂଚନାଯୋଗ୍ୟ ଯେ, ଆମେରିକାର ଏୟାରବେସ୍ ଗୁଡ଼ିକ ଲଗାତାର ରକେଟ୍ ମାଡ଼ର ଶିକାର ହେଉଛି। ଇରାନ୍ର ଜେନେରାଲ କାସିମ୍ ସୁଲେମାନୀଙ୍କୁ ଆମେରିକା ରକେଟ୍ ମାଡ଼ କରି ହତ୍ୟା କରିବା ପରେ ମଧ୍ୟପ୍ରାଚ୍ୟରେ ଅସ୍ଥିରତା ଲାଗି ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଅଟଳ ଟନେଲରେ ଫସିଲେ ଶହ ଶହ ପର୍ଯ୍ୟଟକ, ପ୍ରବଳ ଜାମ
ଅଟଳ ଟନେଲ ଓ ସୋଲାଙ୍ଗ ଘାଟି ମଧ୍ୟରେ ପ୍ରାୟ ୧୨୦୦ ଗାଡି ଫସି ରହିଛି।
National
ଶନିବାର ସକାଳେ କଂଗ୍ରେସ ଭବନରୁ ବାହାରିବ ଅନ୍ତିମ ଯାତ୍ରା, ନିଗମବୋଧ ଘାଟରେ ଶେଷକୃତ୍ୟ
ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ମନମୋହନ ସିଂହଙ୍କ ଅନ୍ତିମ ସଂସ୍କାର କରାଯିବ। ମୋଦି ସରକାରଙ୍କ କ୍ୟାବିନେଟରେ ପାରିତ ହେଲା ଶୋକ ପ୍ରସ୍ତାବ।
National
ସ୍ୱାସ୍ଥ୍ୟରେ ଉନ୍ନତି ପରେ ମେଡିକାଲରୁ ଡିସଚାର୍ଜ ହେଲେ ଆଡଭାନୀ
ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଗତ ଡିସେମ୍ବର ୧୨ ତାରିଖରେ ତାଙ୍କୁ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୧୪ ଦିନର ଚିକିତ୍ସା ପରେ ତାଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ପରେ ତାଙ୍କୁ ଡିସଚାର୍ଜ କରାଯାଇଛି।
National
ମନମୋହନଙ୍କ ଶେଷକୃତ୍ୟ ଓ ସ୍ମାରକ ପାଇଁ ଉପଯୁକ୍ତ ସ୍ଥାନ ମାଗିଲା କଂଗ୍ରେସ
ଦିଲ୍ଲୀ କଂଗ୍ରେସ ମୁଖ୍ୟାଳୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଶ୍ରଦ୍ଧାଞ୍ଜଳୀ। ସ୍ମାରକ ହେଲାଭଳି ସ୍ଥାନରେ ଶେଷକୃତ୍ୟ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ।
National
ଭଡ଼ା ଘରୁ ମିଳିଲା ସିମ୍ରନଙ୍କ ମୃତଦେହ
ସିମ୍ରନଙ୍କ ମୃତ୍ୟୁ ଘଟିଥିବା ନେଇ ପ୍ରଥମେ ତାଙ୍କର ଜଣେ ସାଙ୍ଗ ଜାଣିବାକୁ ପାଇଥିଲେ। ସେ ସଙ୍ଗେ ସଙ୍ଗେ ପୁଲିସକୁ ଖବର ଦେଇଥିଲେ। ପୁଲିସ ମୃତଦେହକୁ ଜବତ କରି ଡାକ୍ତରଖାନାକୁ ପଠାଇବା ସହିତ ଘଟଣାସ୍ଥଳରେ ଯାଞ୍ଚ କରିଛି।