ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ଆତଙ୍କୀ

ଶ୍ରୀନଗର: ପୁଣିଥରେ ଜମ୍ମୁ କଶ୍ମୀରରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ଆତଙ୍କବାଦୀ ବିରୋଧୀ ଅଭିଯାନକୁ ସଫଳତା ମିଳିଛି। ଆଜି ଜମ୍ମୁ-କଶ୍ମୀରର ପୁଲୱାମାରେ ଘଟିଥିବା ଏନ୍‌କାଉଣ୍ଟରରେ ୪ ଜଣ କୁଖ୍ୟାତ ଆତଙ୍କବାଦୀ ନିହତ ହୋଇଛନ୍ତି। ଦକ୍ଷିଣ କଶ୍ମୀରର ପୁଲୱାମା ଜିଲ୍ଲା ହାନଜାନରେ କିଛି ଆତଙ୍କବାଦୀ ଲୁଚି ରହିଥିବା ସୂଚନା ମିଳିଥିଲା। ଏହାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ଅପରେସନ୍‌ ଅଲଆଉଟ୍‌। ଆତଙ୍କବାଦୀମାନେ ଲୁଚି ରହିଥିବା ସ୍ଥାନକୁ ପ୍ରଥମେ ସୁରକ୍ଷାକର୍ମୀଙ୍କ ପକ୍ଷରୁ କର୍ଡନ କାରାଯାଇଥିଲା। ଏହାପରେ ଆତଙ୍କବାଦୀମାନଙ୍କୁ ଆତ୍ମସମର୍ପଣ ପାଇଁ […]

y

y

Hemant Lenka
  • Published: Saturday, 29 December 2018
  • Updated: 29 December 2018, 11:59 AM IST

Sports

Latest News

ଶ୍ରୀନଗର: ପୁଣିଥରେ ଜମ୍ମୁ କଶ୍ମୀରରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ଆତଙ୍କବାଦୀ ବିରୋଧୀ ଅଭିଯାନକୁ ସଫଳତା ମିଳିଛି। ଆଜି ଜମ୍ମୁ-କଶ୍ମୀରର ପୁଲୱାମାରେ ଘଟିଥିବା ଏନ୍‌କାଉଣ୍ଟରରେ ୪ ଜଣ କୁଖ୍ୟାତ ଆତଙ୍କବାଦୀ ନିହତ ହୋଇଛନ୍ତି।

ଦକ୍ଷିଣ କଶ୍ମୀରର ପୁଲୱାମା ଜିଲ୍ଲା ହାନଜାନରେ କିଛି ଆତଙ୍କବାଦୀ ଲୁଚି ରହିଥିବା ସୂଚନା ମିଳିଥିଲା। ଏହାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ଅପରେସନ୍‌ ଅଲଆଉଟ୍‌। ଆତଙ୍କବାଦୀମାନେ ଲୁଚି ରହିଥିବା ସ୍ଥାନକୁ ପ୍ରଥମେ ସୁରକ୍ଷାକର୍ମୀଙ୍କ ପକ୍ଷରୁ କର୍ଡନ କାରାଯାଇଥିଲା। ଏହାପରେ ଆତଙ୍କବାଦୀମାନଙ୍କୁ ଆତ୍ମସମର୍ପଣ ପାଇଁ କୁହାଯାଇଥିଲା।

ତେବେ ସୁରକ୍ଷାକର୍ମୀଙ୍କ ଏହି ଆହ୍ୱାନର ଜବାବ ଆତଙ୍କବାଦୀମାନେ ଗୁଳିରେ ଦେଇଥିଲେ। ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଧ୍ୟ ଏହାର ପାଲଟା ଜବାବ ଦିଆଯାଇଥିଲା। ଫଳରେ ଦୀର୍ଘ ସମୟ ଧରି ଉଭୟ ପକ୍ଷଙ୍କ ମଧ୍ୟରେ ପ୍ରବଳ ଗୁଳି ବିନିମୟ ହୋଇଥିଲା। ଏଥିରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ଠାରୁ ଏକେ-୪୭ ବନ୍ଧୁକ ସହ ବହୁ ପରିମାଣର ବିସ୍ଫୋରକ ଜବତ ହୋଇଛି। ମୃତ ଆତଙ୍କବାଦୀମାନଙ୍କ ପରିଚୟ ମିଳି ନଥିଲେ ହେଁ ଏମାନେ ସ୍ଥାନୀୟ ଅଞ୍ଚଳର ବୋଲି କୁହାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story