ନୂଆଦିଲ୍ଲୀ: କଂଗ୍ରେସ ଉପାଧ୍ୟକ୍ଷ ରାହୁଲ ଗାନ୍ଧି ଆଜି ୪୬ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କ ପାଖକୁ ଶୁଭେଚ୍ଛୁମାନଙ୍କର ଅଭିନନ୍ଦନର ସୁଅ ଛୁଟିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଟ୍ୱିଟ୍ କରି ରାହୁଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଟ୍ୱିଟ୍ କରି ମୋଦି ରାହୁଲଙ୍କ ଦୀର୍ଘ ଜୀବନ ଓ ସୁସ୍ଥ ଶରୀର ପାଇଁ ପ୍ରାର୍ଥନା କରିଛନ୍ତି।
ରାହୁଲଙ୍କ ଜନ୍ମ ଦିନ ପାଇଁ କଂଗ୍ରେସ କାର୍ଯ୍ୟାଳୟରେ ଉତ୍ସବର ଆୟୋଜନ କରାଯାଇଛି। ଉତ୍ତରପ୍ରଦେଶର ଆମେଥୀରୁ ପ୍ରତିନିଧିତ୍ୱ କରୁଥିବା ରାହୁଲ ୨୦୦୪ରେ ସାଂସଦ ହୋଇଥିଲେ। ଆସନ୍ତା ବର୍ଷ ରାହୁଲଙ୍କ ସାମ୍ନାରେ ବହୁ ଚ୍ୟାଲେଞ୍ଚ ରହିଛି। ୨୦୧୭ ମସିହା ଆରମ୍ଭରୁ କଂଗ୍ରେସ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ମଇଦାନକୁ ଓହ୍ଲାଇବ। ସେହିପରି ପଞ୍ଜାବ, ଉତ୍ତରାଖଣ୍ଡ, ମଣିପୁର, ହିମାଚଳ ପ୍ରଦେଶ, ଗୁଜରାଟ ଓ ଗୋଆରେ ମଧ୍ୟ ନିର୍ବାଚନ ଅନୁଷ୍ଠିତ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଗଣଦୁଷ୍କର୍ମ ପରେ ନର୍ସଙ୍କ ଗୁପ୍ତାଙ୍ଗରେ ଲଙ୍କା ଗୁଣ୍ତ ଓ ବାଡ଼ି ଭର୍ତ୍ତି କରିଦେଲେ!
ନର୍ସଙ୍କ ଗୁପ୍ତାଙ୍ଗରେ ସେମାନେ ଲଙ୍କା ଗୁଣ୍ଡ ଓ ବାଡ଼ି ପୂରାଇ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି।
Politics
ମହାରାଷ୍ଟ୍ର ବିପର୍ଯ୍ୟୟ ପାଇଁ କଂଗ୍ରେସକୁ ଦାୟୀ କଲା ଟିମ ଠାକରେ
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିରୋଧୀ ମେଣ୍ଟ ଏମଭିଏର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ କଂଗ୍ରେସକୁ ଦାୟୀ କରିଛି ଟିମ ଠାକରେ।
Politics
ମୁଖ୍ୟମନ୍ତ୍ରୀ ପଦ ସହ ଅଧା କ୍ୟାବିନେଟ ନିଜ ପାଖରେ ରଖିବ ବିଜେପି, ସିନ୍ଦେ ସେନାକୁ ମିଳିବ...
ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳ ସଂଖ୍ୟା ସର୍ବାଧିକ ୪୩ ହୋଇପାରିବ। ଏହା ମଧ୍ୟରୁ ଅଧା ବିଭାଗ ବିଜେପି ନିଜ ପାଖରେ ରଖିବ ବୋଲି କୁହାଯାଉଛି।
Politics
ଝାଡ଼ଖଣ୍ଡରେ ନୂଆ ସରକାର, ଶପଥ ନେଲେ ହେମନ୍ତ ସୋରେନ
ଝାଡଖଣ୍ଡର ୧୪ଶ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ହେମନ୍ତ ସୋରେନ। ଶକ୍ତି ପ୍ରଦର୍ଶନ କଲା ଇଣ୍ଡିଆ ମେଣ୍ଟ।
Crime
ପ୍ରେମିକାକୁ ମାରି ୫୦ ଖଣ୍ଡ କଲା ପ୍ରେମିକ
ପ୍ରେମିକା ସହ ଲିଭ୍-ଇନରେ ରହି ଝାଡ଼ଖଣ୍ଡରେ ଅନ୍ୟ ମହିଳାଙ୍କୁ ଲୁଚି ଲୁଚି କରିଥିଲା ବିବାହ। ଧରାପଡ଼ିଯିବା ଭୟରେ ପ୍ରେମିକାକୁ ହତ୍ୟା କରି ୫୦ ଖଣ୍ଡ କରିଦେଲା ନରହନ୍ତା ପ୍ରେମିକ।